୬ ଲକ୍ଷ ୩୮ ହଜାର ୯୯୬ ମୃତକ ପାଇଥିଲେ ରାସନ୍ କାର୍ଡ

ରାଜ୍ୟରେ ୩୦ ହଜାର ୧୨୫ ଜଣଙ୍କ ରାସନ୍ କାର୍ଡ କଟିଲାଣି। ବିଜେପି ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ପ୍ରଶ୍ନରେ ଯୋଗାଣ ମନ୍ତ୍ରୀଙ୍କ ଉତ୍ତର ଦେଇଛନ୍ତି ମନ୍ତ୍ରୀ । EKYCରେ ବାଦ୍ ପଡିଲେଣି ୧ ଲକ୍ଷ ୯ ହଜାର ୮୫୩ ଜଣ। ୬ ଲକ୍ଷ ୩୮ ହଜାର ୯୯୬ ମୃତକ ପାଇଥିଲେ ରାସନ୍ କାର୍ଡ । ୩ ଲକ୍ଷ ୮୭ ହଜାର ୮୧୯ ନୂଆ ହିତାଧିକାରୀ ଯୋଜନାରେ ସାମିଲ। ଅଯୋଗ୍ୟଙ୍କୁ ବାଦ୍ ଦେଇ ନୂଆଙ୍କୁ ସାମିଲ କରୁଛନ୍ତି ସରକାର ।

krushna patra
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+