ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୬ ମାଓବାଦୀ ନିହତ

ମାଲକାନଗିରି ସୀମାରେ ପୁଣି ଏନକାଉଣ୍ଟର । ସୁକୁମା ଜିଲା ଏରାବୋର ଜଙ୍ଗଲରେ ସୁରକ୍ଷା କର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି । ଏଥିରେ ୬ଜଣ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି ।
ଆଲୁରି ସୀତାରାମ ରାଜୁ ଜିଲାରେ ମାରେଡୁମେଲ୍ଲୀରେ ପୁଲିସ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା । ସକାଳ ୬ଟାରୁ ୭ଟା ମଧ୍ୟରେ ଏହି ଏନକାଉଣ୍ଟର ହୋଇଥିଲା । ଗୁଳି ବିନିମୟରେ ଜଣେ ଶୀର୍ଷ ମାଓନେତାଙ୍କ ସମେତ ୬ଜଣ ମାଓବାଦୀ ନିହତ ହୋଇଥିଲେ । ବର୍ତ୍ତମାନ ଏକ ବଡ କମ୍ବିଂ ଅପରେସନ ଚାଲିଥିବା ଡିଜିପି ହରିଶ କୁମାର ଗୁପ୍ତା ସୂଚନା ଦେଇଛନ୍ତି ।

Maoists
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+