ହୀରାକୁଦ ଜଳଭଣ୍ଡାର ଖୋଲିଲା ଆଉ ୬ ଗେଟ୍, ମୋଟ ମୋଟ ୧୨ଟି ଗେଟ୍ ଦେଇ ନିଷ୍କାସନ ହେଉଛି ବନ୍ଯାଜଳ

ଖୋଲିଲା ହୀରାକୁଦ ଜଳଭଣ୍ଡାରର ଆଉ ୬ଟି ଗେଟ୍ । ଏବେ ମୋଟ ୧୨ଟି ଗେଟ୍ ଦେଇ ବନ୍ଯାଜଳ ନିଷ୍କାସନ ହେଉଛି। ବାମ ପାଖରୁ ୮ଟି ଗେଟ୍ ଖୋଲିଥିବା ବେଳେ ଡାହାଣ ପାଖରୁ ୪ଟି ଗେଟ୍ ଖୋଲିଛି ।

hirakud dam

ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ଜଳଭଣ୍ଡାର ମଧ୍ଯରେ ବନ୍ଯାଜଳ ପ୍ରବେଶ ବଢିବାରେ ଲାଗିଛି । ଏବେ ଜଳଭଣ୍ଡାରର ଜଳସ୍ତର ୬୨୭ ଫୁଟ ରହିଛି । ପ୍ରତି ସେକେଣ୍ଡରେ ୨ ଲକ୍ଷ ୮୯ ହଜାର ୩୪୧ ଘନଫୁଟ ବନ୍ୟାଜଳ ପ୍ରବେଶ କରୁଥିବାବେଳେ ନିଷ୍କାସିତ ହେଉଛି ୧ ଲକ୍ଷ ୩୬ ହଜାର ଘନଫୁଟ ପାଣି । ଆଗକୁ ଅଧିକ ପାଣି ଆସିବା ସମ୍ଭାବନା ଥିବାରୁ ହୀରାକୁଦର ଅଧିକ ଗେଟ୍ ଖୋଲିପାରେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+