ଅବସରପ୍ରାପ୍ତ ୬୩୮୭ ଶିକ୍ଷକଙ୍କୁ ଅତିଥି ଶିକ୍ଷକ ଭାବେ ମିଳିବ ନିଯୁକ୍ତି

ଅବସରପ୍ରାପ୍ତ ୬୩୮୭ ଶିକ୍ଷକଙ୍କୁ ଅତିଥି ଶିକ୍ଷକ ଭାବେ ମିଳିବ ନିଯୁକ୍ତି। ଅନୁଦାନପ୍ରାପ୍ତ, ବ୍ଲକଗ୍ରାଣ୍ଟ ହାଇସ୍କୁଲ ସହ ସଂସ୍କୃତ ଟୋଲ୍‌ ସ୍କୁଲରେ ମିଳିବ ନିଯୁକ୍ତି । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟକୁ ଚିଠି । ନୂଆ TGT ନିଯୁକ୍ତ ହେବା ଯାଏଁ ଏମାନେ ଶିକ୍ଷକତା କରିବେ । ନିଜ ଅଞ୍ଚଳରେ ଫାଙ୍କା ଥିବା ପଦବୀ ବିଷୟରେ ଅବଗତ କରିବେ ଡିଇଓ । ଖାଲି ପଦବୀରେ TGT ନିଯୁକ୍ତ ହେଲେ ଅତିଥି ଶିକ୍ଷକ ଅପସାରିତ ହେବେ ।

teachers
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+