corona death in odisha: ଆଜି ପୁଣି ୭ ମୁଣ୍ଡ ନେଲା କରୋନା

ଗତ ୨୪ ଘଣ୍ଟାରେ ରାଜ୍ୟର ୬ ଜିଲ୍ଲାରୁ ୭ ଜଣ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି । ଗଞ୍ଜାମରୁ ଜଣେ, କଳାହାଣ୍ଡିରୁ ଜଣେ, ଖୋର୍ଦ୍ଧାରୁ ଜଣେ, ପୁରୀରୁ ଜଣେ, ରାୟଗଡ଼ାରୁ ୨ ଜଣ, ସୁନ୍ଦରଗଡ଼ରୁ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

ଭୁବନେଶ୍ୱର: ରାଜ୍ୟରେ ଦୈନିକ ସଂକ୍ରମଣ ବଢ଼ି ଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟାରେ ବି ବ୍ରେକ ଲାଗିବାର ନାଁ ନାହିଁ । ଗତ ୨୪ ଘଣ୍ଟାରେ ରାଜ୍ୟର ୬ ଜିଲ୍ଲାରୁ ୭ ଜଣ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି ।

corona death in odisha

ଗଞ୍ଜାମରୁ ଜଣେ, କଳାହାଣ୍ଡିରୁ ଜଣେ, ଖୋର୍ଦ୍ଧାରୁ ଜଣେ, ପୁରୀରୁ ଜଣେ, ରାୟଗଡ଼ାରୁ ୨ ଜଣ, ସୁନ୍ଦରଗଡ଼ରୁ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏଥିସହ ରାଜ୍ୟରେ ମୋଟ କରୋନା ମୃତ୍ୟୁସଂଖ୍ୟା ୧୯୮୮କୁ ବୃଦ୍ଧି ପାଇଛି ।

ସେପଟେ ଆଜି ୬୧୧୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ନୂଆ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୩୫୪୬ ଚିହ୍ନଟ ହୋଇଥିବା ବେଳେ ୨୫୭୦ ଜଣ ଲୋକାଲ କେସ ଚିହ୍ନଟ ହୋଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+