Get Updates
Get notified of breaking news, exclusive insights, and must-see stories!

୭ ଲକ୍ଷ ରାସନକାର୍ଡ ହିତାଧିକାରୀ ନାଁରେ ଲୁଟ

ରାଜ୍ୟରେ ରାସକାର୍ଡ​‌ର ଏକ ବଡ କେଳେଙ୍କାରୀ ଦେଖିବାକୁ ମିଳିଛି । ରାଜ୍ୟରେ ୭ ଲକ୍ଷ ଭୂତ ରାସନକାର୍ଡ ହିତାଧିକାରୀ ନାଁରେ ଲୁଟ ହେଉଥିଲା ରାସନ। ଲକ୍ଷାଧିକ ଅଯୋଗ୍ୟ ହିତାଧିକାରୀ ବି ହାତେଇ ଥି​‌ଲେ ରାସନକାର୍ଡ । ନୂଆ ସରକାର ଇ-କେଓ୍ବାସି ପ୍ରକିୟା କରିବା ପରେ ଏହି ତଥ୍ୟ ସାମ୍ନାକୁ ଆସିଛି ।ଆଜି ବିଧାନସଭାରେ ଉତ୍ତର ରଖିଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣ ପାତ୍ର। ଗତ ୨ବର୍ଷ ଭିତରେ ୩୪,୯୩୯ ଅଯୋଗ୍ୟ ରାସନକାର୍ଡ ହିତାଧିକାରୀଙ୍କ କାର୍ଡ ରଦ୍ଦ ହୋଇଛି। ୭ ଲକ୍ଷ ୭୫ ହଜାର ୬୪ ଜଣ ମୃତକଙ୍କୁ ରାସନକାର୍ଡରୁ ବାଦ୍ ଦିଆଯାଇଛି।

ration card

ପୂର୍ବରୁ ମନ୍ତ୍ରୀ କହିଥିଲେ, ୨୪ ବର୍ଷ କାଳ ସରକାର ଥିବା ସମୟରେ ହିଁ ଭୁତ ରାସନ କାର୍ଡ ଗୁଡିକ ହୋଇଛି ଏବଂ ବର୍ତ୍ତମାନ ସେଗୁଡିକୁ ଇ- କେୱାସି ଜରିଆରେ ପୁନଃ ସଂଶୋଧନ କରି ଛାଣି ଦିଆଯାଉଛି।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+