ପୁଣି ଚିହ୍ନଟ ହେଲେ ୭ ନୂଆ କରୋନା ପଜିଟିଭ୍, ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩୦କୁ ବୃଦ୍ଧି
ପୁଣି ଚିହ୍ନଟ ହେଲେ ୭ ନୂଆ କରୋନା ପଜିଟିଭ୍। ରାଜ୍ୟରେ କୋଭିଡ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୦କୁ ବୃଦ୍ଧି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୬, କଟକରେ ୯ ପଜିଟିଭ୍ । ପୁରୀ, ଜଗତସିଂହପୁର, କେନ୍ଦୁଝର, ସୁନ୍ଦରଗଡ଼ ଓ ବାଲେଶ୍ବରରୁ ଜଣେ ଲେଖାଏଁ ।













Click it and Unblock the Notifications