ସଂସ୍କୃତ ଶିକ୍ଷକଙ୍କ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ୭ ଛାତ୍ରୀ

ଜନୈକ ସଂସ୍କୃତ ଶିକ୍ଷକଙ୍କ ନାଁରେ ସାଙ୍ଘାତିକ ଅଭିଯୋଗ ହୋଇଛି। ଏପରି ଅଭିଯୋଗ ଆଣିଛନ୍ତି ୭ ଛାତ୍ରୀ। ତେବେ ଶିକ୍ଷକ ଜଣକ କୁଆଡ଼େ ଏହି ଛାତ୍ରୀମାନଙ୍କୁ ଅସଦାଚରଣ କରୁଥିଲେ। ଛାତ୍ରୀମାନେ କହିଛନ୍ତି, ସାର ଆମକୁ ସବୁବେଳେ ଅସଦାଚରଣ କରନ୍ତି। ଏନେଇ ଛାତ୍ରୀମାନେ ଅଭିଯୋଗ କରିବା ପରେ ସୁନ୍ଦରଗଡ଼ ଜିଲା ଗୁରୁଣ୍ଡିଆ ଥାନାରେ ଶିକ୍ଷକଙ୍କ ନାମରେ ଏତଲା ଦେଇଛନ୍ତି ଭାରପ୍ରାପ୍ତ ପ୍ରଧାନଶିକ୍ଷୟିତ୍ରୀ।

7 students file murder complaint against Sanskrit teacher
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+