ରାଜ୍ୟର ୭୬୪ ଗ୍ରାମପଞ୍ଚାୟତରେ ନାହିଁ ଇଣ୍ଟରନେଟ୍ ସେବା; ମନ୍ତ୍ରୀ
ବଡ ସୂଚନା ଦେଲେ ମନ୍ତ୍ରୀ । ରାଜ୍ୟର ୭୬୪ ଗ୍ରାମପଞ୍ଚାୟତରେ ନାହିଁ ଇଣ୍ଟରନେଟ୍ ସେବା । ଗୃହରେ ସୂଚନା ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ମୁକେଶ ମହାଲିଙ୍ଗ ଆଜି ସୂଚନା ଦେଉଛନ୍ତି । ୧୬୭ ବ୍ଲକର ୭୬୪ ଗ୍ରାମପଞ୍ଚାୟତରେ ମୋବାଇଲ୍ ଟାୱାର ନାହିଁ । ସର୍ବାଧିକ କନ୍ଧମାଳ ଜିଲ୍ଲାର ୧୦୬ ଟି ପଞ୍ଚାୟତରେ ନାହିଁ ଟାୱାର୍' । ଜୁନ୍ ୨୦୨୫ ସୁଦ୍ଧା ବଳକା ୨,୧୯୨ଟି ଟାୱାର୍ କାର୍ଯ୍ୟକ୍ଷମ ହେବ' ।













Click it and Unblock the Notifications