ଆଜି ଭୁବନେଶ୍ବର ବିମାନବନ୍ଦରରୁ ୮ ଇଣ୍ଡିଗୋ ବିମାନ ବାତିଲ

ଇଣ୍ଡିଗୋ ବିମାନ ଚଳାଚଳରେ ଅଚଳାବସ୍ଥା ଜାରି । ଆଜି ଭୁବନେଶ୍ବରରୁ ୮ଟି ବିମାନ ବାତିଲ । ଭୁବନେଶ୍ବରରୁ ଗୋଆ, ଦିଲ୍ଲୀ, ମୁମ୍ବାଇ ଓ ହାଇଦ୍ରାବାଦକୁ ବିମାନ ବାତିଲ ହୋଇଛି । କୋଲକାତା, ଡେରାଡୁନ, ଚେନ୍ନାଇ ଓ ବେଙ୍ଗାଲୁରୁକୁ ମଧ୍ୟ ବିମାନ ବାତିଲ । ବିମାନ ବାତିଲ ନେଇ ସୂଚନା ଦେଇଛନ୍ତି ଭୁବନେଶ୍ବର ବିମାନବନ୍ଦର ନିର୍ଦ୍ଦେଶକ ।

IndiGo flights

ଏପର୍ଯ୍ୟନ୍ତ ସୁଧୁରୁନି ଇଣ୍ଡିଗୋ ସମସ୍ୟା । ବିମାନ ସୁରକ୍ଷା ନିୟାମକ ବେସାମରିକ ବିମାନ ଚଳାଚଳ ମହାନିର୍ଦ୍ଦେଶାଳୟ (DGCA) ୧ ଡିସେମ୍ବରଠାରୁ ଇଣ୍ଡିଗୋ ଉଡ଼ାଣ ସୂଚୀ ୫% ହ୍ରାସ କରିଛି । ଏପରି ସଙ୍କଟର ସମ୍ମୁଖୀନ ହୋଇନଥିବା ହେତୁ ସରକାର ଇଣ୍ଡିଗୋକୁ ଏହାର ବିମାନ ଉଡାଣ ସ୍ବାଭାବିକ କରିବାକୁ ଏବଂ ଯାତ୍ରୀମାନଙ୍କ ଅସୁବିଧାର ସମାଧାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏହି ଚେତାବନୀ ସତ୍ତ୍ୱେ ବିମାନ ବାତିଲ ଜାରି ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+