Get Updates
Get notified of breaking news, exclusive insights, and must-see stories!

୮ କଲେଜରୁ ଆସିଛି ଯୌନ ନିର୍ଯାତନା ଅଭିଯୋଗ

ଆଠଟି କଲେଜରୁ ଆସିଛି ଛାତ୍ରୀ ଯୌନ ନିର୍ଯାତନା ଓ ଶୋଷଣ ଅଭିଯୋଗ । ଏନେଇ ବିଧାୟକ ଅରବିନ୍ଦ ମହାପାତ୍ରଙ୍କ ପ୍ରଶ୍ନରେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂରଜ ସୂର୍ଯ୍ୟବଂଶୀ ଗୃହରେ ଉତ୍ତର ରଖିଛନ୍ତି । ମନ୍ତ୍ରୀ କହିଛନ୍ତି 'ରାଉରକେଲା ସ୍ୱୟଂଶାସିତ କଲେଜରୁ ୩ଘଟଣା ସାମ୍ନାକୁ ଆସିଛି । ଜିଏମ ବିଶ୍ୱବିଦ୍ୟାଳୟ ଓ ଯାଜପୁର ବାଲିଆ କଲେଜରୁ ଗୋଟିଏ ଅଭିଯୋଗ ଆସିଛି ।

odisha

ଅନୁଗୁଳ, ବରଗଡ, ଟିଟିଲାଗଡରୁ ଗୋଟିଏ ଲେଖାଏଁ ଏଭଳି ଅଭିଯୋଗ ଆସିଛି । ବାଲେଶ୍ୱର ଏଫଏମ୍‌ କଲେଜରେ ବି ଏଭଳି ଗୋଟିଏ ଅଭିଯୋଗ ଆସିଛି । ୭ଟି ଘଟଣାରେ ଅଧ୍ୟାପକଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ ନଜରକୁ ଆସିଛି । ଗୋଟିଏ କଲେଜରୁ ରାଗିଂ ଅଭିଯୋଗ ଆଣିଛନ୍ତି ଛାତ୍ରୀ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+