୫ ବର୍ଷରେ ୮୨୭ ସରକାରୀ ବାବୁ ଗିରଫ, ବିଧାନସଭାରେ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ

ଆଜି ବିଧାନସଭାରେ ବଡ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ୫ ବର୍ଷରେ ୮୨୭ ସରକାରୀ କର୍ମଚାରୀ ଗିରଫ ହୋଇଛନ୍ତି । ୪୩୬ ସରକାରୀ କର୍ମଚାରୀ ବିଭିନ୍ନ ମୋକଦ୍ଦମାରେ ଦଣ୍ଡିତ ହୋଇଛନ୍ତି । ସେହିପରି ୧୧୩୧ଟି ମାମଲାରେ ବିଚାର ପ୍ରକ୍ରିୟା ଚାଲୁ ରହିଛି । ଅଗସ୍ତି ବେହେରାଙ୍କ ପ୍ରଶ୍ନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଉତ୍ତର ଦେଇଛନ୍ତି ।

mohan majhi
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+