Get Updates
Get notified of breaking news, exclusive insights, and must-see stories!

ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରୁ ଦେଇନାହାନ୍ତି ୯୯୩୦ ଛାତ୍ରଛାତ୍ରୀ

ଶିକ୍ଷା ବିଭାଗର ବିକଳ ଚିତ୍ର । ସ୍କୁଲରେ ତଳେ ବସି ପଢୁଛନ୍ତି ଛାତ୍ରଛାତ୍ରୀ । ୧୯୮୮୩ ସ୍କୁଲରେ ନାହିଁ ଡେସ୍କ ଓ ବେଞ୍ଚ୍ । ରାଜ୍ୟର ୧୯ ହଜାର ୮୮୩ ସ୍କୁଲରେ ନାହିଁ ଡେସ୍କ ଓ ବେଞ୍ଚ୍ । ଗୃହରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଉତ୍ତର । ଡେସ୍କ ଓ ବେଞ୍ଚ୍ ନଥିବାରୁ ତଳେ ବସି ପାଠ ପଢୁଛନ୍ତି ଛାତ୍ରଛାତ୍ରୀ । ବାଧ୍ୟ ହୋଇ ଦରି ନ ହେଲେ ଆସନରେ ବସି ପାଠ ପଢିଛନ୍ତି ଛାତ୍ରଛାତ୍ରୀ । ଡେସ୍କ ଓ ବେଞ୍ଚ୍ ଯୋଗାଇବାକୁ ପଦକ୍ଷେପ ନିଆଯାଉଛି ବୋଲି ମନ୍ତ୍ରୀ କହିଛନ୍ତି ।

ସେହିପରି ଏବର୍ଷ ପରୀକ୍ଷା ଦେଇନାହାନ୍ତି ମାଟ୍ରିକ ଛାତ୍ରଛାତ୍ରୀ । ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରୁ ଉଭାନ ହୋଇଗଲେ ୯୯୩୦ ଛାତ୍ରଛାତ୍ରୀ । ଚଳିତ ବର୍ଷ ୫,୪୬,୮୭୬ ପିଲା ଫର୍ମ ଫିଲଅପ କରିଥିଲେ । ହେଲେ ପରୀକ୍ଷା ଦେଇଛନ୍ତି ୫୩୬୯୪୬ ଛାତ୍ରଛାତ୍ରୀ । ଯାହା ୧.୮୧% ଅନୁପସ୍ଥିତ ପିଲାଙ୍କ ହାର । ଗୃହରେ ଏହି ଉତ୍ତର ରଖିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ।

matriculation examination
More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+