ସିଏମ୍ ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗର ସମାଧାନ ହୋଇଛି; ଆଇନ ମନ୍ତ୍ରୀ

ସିଏମ୍ ଅଭିଯୋଗ ପ୍ରକୋଷ୍ଠରେ ହୋଇଥିବା ଅଭିଯୋଗର ୯୧% ହୋଇଛି ସମାଧାନ । ଦେଢ଼ ବର୍ଷରେ ମୁଖ୍ୟମନ୍ତ୍ରୀ ୧୩ ହଜାର ୩୫୮ ଅଭିଯୋଗ ଗ୍ରହଣ କରିଛନ୍ତି। ସେଥିରୁ ୧୨ ହଜାର ୪୩୨ ଅଭିଯୋଗର ସମାଧାନ ହୋଇଛି ।
ବାକି ଅଭିଯୋଗ ଜଟିଳ ଥିବାରୁ ବିଭାଗୀୟ ତର୍ଜମା କରାଯାଉଛି ।ଆଜି ଗୃହରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ଉତ୍ତର ଦେଇ କହିଛନ୍ତି ।

Law Minister
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+