ରାଜ୍ୟର ୯୫ ପ୍ରତିଶତ ଲୋକେ ବିଭିନ୍ନ ସରକାରୀ ସ୍କିମ୍‌ ସୁବିଧା ଜାଣିନାହାନ୍ତି, ଉଦ୍‌ବେଗ ପ୍ରକାଶ କଲେ ରାଜ୍ୟପାଳ

ସାମାଜିକ ସୁରକ୍ଷା ସଚେତନତା ଅଭାବ ନେଇ ରାଜ୍ୟପାଳଙ୍କ ଉଦ୍‌ବେଗ ।ରାଜଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ଉଦ୍‌ବେଗ ପ୍ରକାଶ କଲେ ।
୫ ପ୍ରତିଶତ ଲୋକେ ବିଭିନ୍ନ ସାମାଜିକ ସ୍କିମ୍‌ ନେଇ ଅବଗତ ଅଛନ୍ତି । ରାଜ୍ୟର ୯୫ ପ୍ରତିଶତ ଲୋକେ ବିଭିନ୍ନ ସରକାରୀ ସ୍କିମ୍‌ ସୁବିଧା ଜାଣିନାହାନ୍ତି।

ସାମାଜିକ ସୁରକ୍ଷା ସଚେତନତା ଅଭାବ ନେଇ ରାଜ୍ୟପାଳଙ୍କ ଉଦ୍‌ବେଗ । ରାଜଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ଉଦ୍‌ବେଗ ପ୍ରକାଶ କଲେ। ୫ ପ୍ରତିଶତ ଲୋକେ ବିଭିନ୍ନ ସାମାଜିକ ସ୍କିମ୍‌ ନେଇ ଅବଗତ ଅଛନ୍ତି । ରାଜ୍ୟର ୯୫ ପ୍ରତିଶତ ଲୋକେ ବିଭିନ୍ନ ସରକାରୀ ସ୍କିମ୍‌ ସୁବିଧା ଜାଣି ନାହାନ୍ତି। ଜିଲ୍ଲାସ୍ତରୀୟ ବୈଠକରେ ଅନୁଧ୍ୟାନ କରି ଦେଖିଛି ଅଫିସର ବି ଜାଣି ନାହାନ୍ତି । ଏପରିକି ଏଲିଟ୍‌ ବର୍ଗର ଲୋକେ ବି ଜାଣି ନାହାନ୍ତି କହି ଉଦ୍‌ବେଗ ଜଣାଇଲେ ।

95 percent people of state unawar

ପ୍ରଧାନମନ୍ତ୍ରୀ ଜୀବନ ସୁରକ୍ଷା ବୀମା । ଯୋଜନାର ଉଦାହରଣ ଦେଲେ । ପ୍ରଧାନମନ୍ତ୍ରୀ ଜୀବନ ଜ୍ୟୋତି ବୀମା ଓ ଅଟଳ ପେନସନ ଯୋଜନା କଥା କହିଲେ । କେବଳ ଘରର ମୁଖିଆ ନୁହେଁ, ପରିବାରର ସବୁ ସଦସ୍ୟ ସାମିଲ ହୁଅନ୍ତୁ ବର୍ଷକୁ ୨୦ ଟଙ୍କା, ୪୩୬ ଟଙ୍କା ପ୍ରିମିୟମ କିଏ ଦେଇ ନ ପାରିବ ପଚାରିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+