୯୬ ପ୍ରତିଶତ e-KYC ସରିଛି, ୮ ଲକ୍ଷରୁ ଊର୍ଦ୍ଧ୍ବଙ୍କ ରାସନ କାର୍ଡ କଟିଛି

୯୬ ପ୍ରତିଶତ e-KYC ସରିଛି, ୮ ଲକ୍ଷରୁ ଊର୍ଦ୍ଧ୍ବଙ୍କ ରାସନ କାର୍ଡ କଟିଛି । ସୂଚନା ଦେଲେ ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣ ପାତ୍ର । ଗତ ୧୫ ମାସ ସରକାରରେ e-KYC ଲାଗୁ କରିଥିଲେ। '୯୬% e-KYC କରିଛନ୍ତି, କେବଳ ୪% e-KYC କରି ନାହାନ୍ତି। ୬ ଲକ୍ଷ ୯୫ ହଜାର ୫୩୦ ଜଣ ମୃତ, ୮ ଲକ୍ଷରୁ ଊର୍ଦ୍ଧ୍ବଙ୍କ ରାସନ କାର୍ଡ କଟିଛି । ୭୫ ହଜାର ୩୦ ସରକାରୀ ଚାକିରିଆ, ୪୫୪୯୬ ଆଇଟି ଦାତାଙ୍କ କାର୍ଡ କଟିଛି।

ration card

ସମୁଦାୟ ୮ ଲକ୍ଷ ୧୬ ହଜାର ୫୬ ଜଣଙ୍କ ରାସନ କାର୍ଡ କଟିଛି। ଗରିବଙ୍କ ରାସନ କାର୍ଡ କାଟିନି, ପୋର୍ଟାଲରେ ଆବେଦନ କଲେ ଯାଞ୍ଚ ହେବ। ଗ୍ରାମାଞ୍ଚଳରେ ୧୩ ଲକ୍ଷ ୫୦, ସହରାଞ୍ଚଳରେ ୧ ଲକ୍ଷ ୫୦ ଜଣଙ୍କୁ କାର୍ଡ ଦିଆଯିବ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+