ମଧ୍ୟାହ୍ନ ଭୋଜନରୁ ଆଉ ବଞ୍ଚିତ ହେବେ ନାହିଁ ଏହି ଶ୍ରେଣୀର ପିଲା, ସରକାର ନେଲେ ବଡ଼ ନିଷ୍ପତ୍ତି

ବିଦ୍ୟାଳୟରେ ପିଲା ମାନଙ୍କ ଉପସ୍ଥାନ ବୃଦ୍ଧି କରିବା ପାଇଁ ଓଡିଶା ସରକାର ବଡ ନିଷ୍ପତ୍ତି ନେଇଛନ୍ତି। ଏଣିକି ବିଦ୍ୟାଳୟରେ ନବମ ଏବଂ ଦଶମ ପିଲାମାନଙ୍କୁ ମଧ୍ୟ ମଧ୍ୟାହ୍ନ ଭୋଜନ ମିଳିବ। ପୂର୍ବରୁ ଅଷ୍ଟମ ଶ୍ରେଣୀ ଯାଏ ମଧ୍ୟାହ୍ନ ଭୋଜନ ମିଳୁଥିବା ବେଳେ ଏଥିରେ ଏବେ ଏହି ଦୁଇ ଶ୍ରେଣୀ ସୁବିଧା ପାଇବେ। କଟକରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି।

ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି ଯେ, ରାଜ୍ୟରେ ମମତା ଓ ପ୍ରଧାନମନ୍ତ୍ରୀ ମାତୃବନ୍ଦନା ଯୋଜନା ଲାଗୁ ହେବ। ଦୁଇଟି ସନ୍ତାନ ଜନ୍ମ କ୍ଷେତ୍ରରେ ଏହି‌ ଯୋଜନା ଲାଗୁ ହେବ। କନ୍ୟା ସନ୍ତାନକୁ ପ୍ରୋତ୍ସାହନ ପାଇଁ ଏହି ଯୋଜନା ଲାଗୁ କରାଯାଇଛି। ଝିଅ ଜନ୍ମ ହେଲେ ୧୨ ହଜାର ଟଙ୍କା ମିଳିବ। ପୁଅ ଜନ୍ମ ହେଲେ ୧୦ ହଜାର ଟଙ୍କା ମିଳିବ।

meady meal

ରାଜ୍ୟ ସରକାର ଗର୍ଭବତୀ ଓ ଅଙ୍ଗନବାଡ଼ି କର୍ମୀମାନଙ୍କ ପାଇଁ ଭଲ ଖବର ଆଣିଛନ୍ତି। ମୋହନ ମାଝୀଙ୍କ ସରକାର ରାଜ୍ୟରେ ମମତା ଯୋଜନା ବଳଦରେ ମମତା ଓ ପ୍ରଧାନମନ୍ତ୍ରୀ ମାତୃବନ୍ଦନା ଯୋଜନା ଲାଗୁ କରିବେ। ଏହି ଯୋଜନା ଦ୍ବାରା କନ୍ୟା ସନ୍ତାନ ଜନ୍ମ କରୁଥିବା ମହିଳାଙ୍କୁ ୧୦ ହଜାର ବଦଳରେ ୧୨ ହଜାର ଟଙ୍କା ପ୍ରୋତ୍ସାହନ ରାଶି ମିଳିବ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+