ଫେବୃୟାରୀ ୮ରୁ ନବମ ଓ ଏକାଦଶ ଶ୍ରେଣୀ ପାଠପଢା
ଆସନ୍ତା ୮ ତାରିଖରୁ ଆରମ୍ଭ ହେବାକୁ ଯାଉଛି ନବମ ଓ ଏକାଦଶ ଶ୍ରେଣୀର ପାଠପଢା । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।
ଭୁବନେଶ୍ୱର: ରାଜ୍ୟରେ ଧିରେ ଧିରେ ସମାପ୍ତ ହେବାକୁ ଯାଉଛି କରୋନା ମହାମାରୀର ପ୍ରଭାବ । ସ୍ୱାଭାବିକ ହେଉଛି ସମସ୍ତ କ୍ଷେତ୍ର । ତେବେ ରାଜ୍ୟରେ ଦଶମ ଓ ଦ୍ବାଦଶ ଶ୍ରେଣୀ ପଠାପଢା ଆରମ୍ଭ ହେବା ପରେ ଅନ୍ୟ ଶ୍ରେଣୀର ପାଠପଢା ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବଡ଼ ଘୋଷଣା କରାଯାଇଛି । ଆସନ୍ତା ୮ ତାରିଖରୁ ଆରମ୍ଭ ହେବାକୁ ଯାଉଛି ନବମ ଓ ଏକାଦଶ ଶ୍ରେଣୀର ପାଠପଢା । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

ଉଲ୍ଲେଖଥାଉ କି, ଜାନୁଆରୀ ୮ ତାରିଖରୁ ଦଶମ ଓ ଦ୍ବାଦଶ ଶ୍ରେଣୀ ପାଠପଢା ଆରମ୍ଭ ହୋଇଯାଇଛି । କୋଭିଡ ଭୟବହତା ଭିତରେ ଦୀର୍ଘ ୧୦ ମାସ ଧରି ବନ୍ଦ ରହିଥିଲା ସମସ୍ତ ସ୍କୁଲ ଏବଂ କଲେଜ । ଏହାରି ଭିତରେ ଅନଲାଇନ ଶିକ୍ଷାଦାନ ଏବଂ ଦୂରଦର୍ଶନରେ ମଧ୍ୟ ପାଠ ପଢାଇବାର ବ୍ୟବସ୍ଥା କରିଥିଲେ ରାଜ୍ୟ ସରକାର । ପରେ ବର୍ଷ ୨୦୨୧ ଆରମ୍ଭରୁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ଛାତ୍ର ଛାତ୍ରୀଙ୍କ ପାଇଁ ପାଠପଢା ଆରମ୍ଭ କରାଯାଇଥିଲା ।
ଏହାପରେ ଯୁକ୍ତ ୩ ଛାତ୍ରଛାତ୍ରୀଙ୍କ ପାଇଁ ମଧ୍ୟ କଲେଜ ଖୋଲିବାର ବ୍ୟବସ୍ଥା କରିଥିଲେ ରାଜ୍ୟ ସରକାର । ଆଗକୁ ପରୀକ୍ଷା ଥିବାରୁ କମ ଦିନ ମଧ୍ୟରେ ବିଷୟ ସମାପ୍ତ କରିବା ସହ ପରୀକ୍ଷା ଦର୍ପଣ ଭଳି ଟେଷ୍ଟ ପେପର ମଧ୍ୟ ଦଶମ ଶ୍ରେଣୀ ଛାତଛାତ୍ରୀଙ୍କୁ ମାଗଣା ଦେବର ବ୍ୟବସ୍ଥା କରାଯାଇଛି ।
-
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ଯୁଦ୍ଧ ଭିତରେ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ କଥା ହେଲେ ଟ୍ରମ୍ପ, କହିଲେ ଆଲୋଚନା... -
T20 ବିଶ୍ୱକପ: କେତେ ମିଳିଲା ପୁରସ୍କାର ରାଶି ? -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ












Click it and Unblock the Notifications