Similipal News: ଶିମିଳିପାଳ ଜଗିବେ ସଶସ୍ତ୍ର ପୋଲିସ
Similipal News: ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟ ଜଗିବେ ଗୋଟିଏ କମ୍ପାନୀ ସଶନ୍ତ୍ର ପୋଲିସ । ତିଆରି ହେବ ୧୩୧ ଜଣିଆ ଆର୍ମଡ୍ ପୋଲିସ ରିଜର୍ଭ କମ୍ପାନୀ । ଏନେଇ ଆକାଉଣ୍ଟ ଜେନେରାଲଙ୍କୁ ଚିଠି ଲେଖି ଜଣାଇଲେ ଗୃହ ସଚିବ । ଏହି କମ୍ପାନୀରେ କମାଣ୍ତାଣ୍ଟ, ଇନସ୍ପେକ୍ଟର, ୩ SI, 3ASI, 30 ହାବିଲଦାର ରହିବେ । ୩ ଡ୍ରାଇଭର ହାବିଲଦାର, ୮୭ ସିପାହୀ ଓ ୩ ଡ୍ରାଇଭର ରହିବା ନେଇ ସୂଚନା ରହିଛି । ସେହିପରି ଏହି କମ୍ପାନୀର ପ୍ରଶାସନିକ ଦାୟିତ୍ୱରେ ମୟୂରଭଞ୍ଜ ଏସପି ରହିବେ ।

ସୂଚନା ଅନୁସାରେ, ଏହି କମ୍ପାନୀର ସମସ୍ତ ଖର୍ଚ୍ଚ ଜଙ୍ଗଲ ଓ ପରିବେଶ ବିଭାଗ ବହନ କରିବ। ତେବେ କୌଣସି ଅଭୟାରଣ୍ୟ ସୁରକ୍ଷା ପାଇଁ ଗୋଟେ କମ୍ପାନୀ ଆର୍ମଡ୍ ପୋଲିସ ନିୟୋଜିତ ହେବା ଦେଶରେ ପ୍ରଥମ ବୋଲି ଚର୍ଚ୍ଚା ହେଉଛି। ଏହି କମ୍ପାନୀରେ କମାଣ୍ତାଣ୍ଟ, ଇନସ୍ପେକ୍ଟର, ୩ SI, 3ASI, 30 ହାବିଲଦାର ରହିବେ । ୩ ଡ୍ରାଇଭର ହାବିଲଦାର, ୮୭ ସିପାହୀ ଓ ୩ ଡ୍ରାଇଭର ରହିବା ନେଇ ସୂଚନା ରହିଛି । ସେହିପରି ଏହି କମ୍ପାନୀର ପ୍ରଶାସନିକ ଦାୟିତ୍ୱରେ ମୟୂରଭଞ୍ଜ ଏସପି ରହିବେ ।
-
ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ… -
ଉପ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା;କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା -
ରବିବାର ମହାମୁକାବିଲା; ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନରେ ହେବ ବଡ଼ ପରିବର୍ତ୍ତନ! -
ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଆନ୍ନା ହଜାରେ, ଜାଣନ୍ତୁ କେଉଁ କାରଣ ପାଇଁ ଲେଖିଲେ ପତ୍ର? -
ମମତା ବାନାର୍ଜୀଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ରାଷ୍ଟ୍ରପତି, କହିଲେ..... -
ରାଷ୍ଟ୍ରପତିଙ୍କୁ TMC ସରକାର ଅପମାନ କରିବା ଲଜ୍ଜାଜନକ ;ମୋଦି -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ଓଜନ ହ୍ରାସ ପାଇଁ କେଉଁ ପନିପରିବା ଖାଇବା ଉଚିତ ? -
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ନବୋଦୟ ବିଦ୍ୟାଳୟର ୩ ଦଶମ ଛାତ୍ର ପାଣିରେ ବୁଡି ମୃତ -
ପଡୋଶୀ ଦେଶଗୁଡିକୁ କ୍ଷମା ମାଗିଲେ ଇରାନ ରାଷ୍ଟ୍ରପତି, ଜାଣନ୍ତୁ ଯୁଦ୍ଧ ଭିତରେ ଏମିତି କାହିଁକି କଲା ..... -
ଇରାନର ଯୁଦ୍ଧ ଜାହାଜକୁ ଆଶ୍ରୟ ଦେଲା ଭାରତ












Click it and Unblock the Notifications