ସୁରକ୍ଷାକର୍ମୀଙ୍କ ବଡ ସଫଳତା, ଏନକାଉଣ୍ଟରରେ ଟଳିଲେ ୫ ନକ୍ସଲ

ଛତିଶଗଡ଼ର କଂକେର ଜିଲ୍ଲାରେ ପୁନର୍ବାର ସୁରକ୍ଷା ବାହିନୀ ଏବଂ ନକ୍ସଲମାନଙ୍କ ମଧ୍ୟରେ ଏକ ବଡ଼ଧରଣର ଗୁଳିବିନିମୟ ଚାଲିଛି। ଏହି ଏନକାଉଣ୍ଟରରେ ୫ଜଣ ନକ୍ସଲଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଯବାନଙ୍କ ଦ୍ଵାରା ଏନକାଉଣ୍ଟର ସ୍ଥାନରୁ ଅସ୍ତ୍ରଶସ୍ତ୍ର ଏବଂ ବିପୁଳ ନକ୍ସଲ ସାମଗ୍ରୀ ଉଦ୍ଧାର କରାଯାଇଛି।

naxals

ସୁରକ୍ଷା ବାହିନୀ ବର୍ତ୍ତମାନ ଚାରି ଦିଗରୁ ନକ୍ସଲମାନଙ୍କୁ ଘେରି ରହିଛନ୍ତି। ଉଭୟ ପାର୍ଶ୍ୱରୁ ଲଗାତାର ଗୁଳି ବିନିମୟରେ ଯବାନ ୫ ଜଣ ନକ୍ସଲଙ୍କୁ ମାରିଥିବା ବେଳେ ଏହି ଏନକାଉଣ୍ଟରରେ ଦୁଇ ଜଣ ଯବାନ ମଧ୍ୟ ଆହତ ହୋଇଛନ୍ତି। ଚିକିତ୍ସା ପାଇଁ ସେମାନଙ୍କୁ ରାୟପୁରକୁ ଏୟାରଲିଫ୍ଟ କରାଯାଇଛି।
ଛତିଶଗଡ଼ର କଂକେର ଏବଂ ନାରାୟଣପୁର ଜିଲ୍ଲାରେ ଏହି ଏନକାଉଣ୍ଟର ଚାଲିଥିବା ଜଣାପଡିଛି। ଛତିଶଗଡ଼ର ମାଡ ଅଞ୍ଚଳରେ ବହୁ ସଂଖ୍ୟାରେ ନକ୍ସଲ ତଥା ସେମାନଙ୍କ ବରିଷ୍ଠ ନେତାଙ୍କ ସମାବେଶ ହେବାର ଖବର ମିଳିଥିଲା। ଯାହା ପରେ ନକ୍ସଲ ଅପରେସନ୍ ଆରମ୍ଭ କରାଯାଇଥିଲା।

ଡିଆରଜି, ଏସଟିଏଫ୍ ଓ ବିଏସଏଫ୍ ଯବାନଙ୍କୁ ଘଟଣାସ୍ଥଳକୁ ପଠାଯାଇଥିଲା | ସୁରକ୍ଷା ବାହିନୀ ବର୍ତ୍ତମାନ ଚାରି ଦିଗରୁ ନକ୍ସଲମାନଙ୍କୁ ଘେରି ରହିଛନ୍ତି। ଉଭୟ ପାର୍ଶ୍ୱରୁ ଲଗାତାର ଗୁଳି ବିନିମୟରେ ଯବାନ ୫ ଜଣ ନକ୍ସଲଙ୍କୁ ମାରିଥିବା ବେଳେ ଏହି ଏନକାଉଣ୍ଟରରେ ଦୁଇ ଜଣ ଯବାନ ମଧ୍ୟ ଆହତ ହୋଇଛନ୍ତି। ଚିକିତ୍ସା ପାଇଁ ସେମାନଙ୍କୁ ରାୟପୁରକୁ ଏୟାରଲିଫ୍ଟ କରାଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+