ଇନଭଟର୍ର ବ୍ୟାଟେରୀ ଫାଟି ଖୋର୍ଦ୍ଧା ଜିଲାପାଳଙ୍କ ଅଫିସରେ ଲାଗିଲା ନିଆଁ

ଖୋର୍ଦ୍ଧା ଜିଲାପାଳଙ୍କ ଅଫିସରେ ଲାଗିଲା ନିଆଁ। ଇନଭଟର୍ର ବ୍ୟାଟେରୀ ଫାଟି ଏହି ଅଗ୍ନିକାଣ୍ଡ ଘଟିଛି।

fire

ଫଳରେ ନିଆ ଲାଗି କିଛି କାଗଜ ପତ୍ର ପୋଡ଼ି ଯାଇଛି । ଜିଲାପାଳଙ୍କ କାର୍ଯ୍ୟାଳୟରେ ଥିବା ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ କର୍ମଚାରୀ ବସିଥିବାବେଳେ ଇନଭଟର୍ର୍‌ ଫାଟିବାରୁ ଏପରି ଘଟଣା ଦେଖିବାକୁ ମିଳିଛି।

ତେବେ ଏହି ଘଟଣାରେ ଅଳ୍ପକେ ବର୍ତ୍ତିଛନ୍ତି କର୍ମଚାରୀ। କେବଳ କାଗଜପତ୍ର ପୋଡି ହୋଇଥିବାବେଳେ କେହି ଆହତ ହୋଇ ନ ଥିବା ସୂଚନା ମିଳିଛି। ଘଟଣା ସ୍ଥଳରେ ଅଗ୍ନିଶମ ବିଭାଗ ପହଞ୍ଚି ନିଆଁକୁ ଆୟତ କରିଛନ୍ତି। ଅଗ୍ନିକାଣ୍ଡର କାରଣ ବିଦ୍ୟୁତ ଶର୍ଟ ସର୍କିଟ ବୋଲି ପ୍ରାଥମିକ ତଦନ୍ତରୁ ଜଣା ପଡିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+