ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ପରିସରରେ ୧୦୮ ଫୁଟର ବିଶାଳ ଜାତୀୟ ପତାକା ଲୋକାର୍ପିତ

ଭୁବନେଶ୍ୱର ସ୍ଥିତ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ପରିସରରେ ଦୀର୍ଘ ୧୦୮ ଫୁଟର ବିଶାଳ ଜାତୀୟ ପତାକା ଲୋକାର୍ପିତ ହୋଇଛି । ଜିନ୍ଦଲ ସିଏସଆର ଫଣ୍ଡ ତଥା ଫ୍ଲାଗ ଫାଉଣ୍ଡେସନ ଅଫ ଇଣ୍ଡିଆ ତରଫରୁ ଏହି ଜାତୀୟ ପତାକା ବିଶ୍ୱବିଦ୍ୟାଳୟକୁ ପ୍ରଦାନ କରାଯାଇଛି ।

Ramadevi Women s University

କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଏବଂ ବିଧାନସଭା ବାଚସ୍ପତି ସୁରମା ପାଢ଼ୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହି ପତାକା ଉତ୍ତୋଳନ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ବିଶ୍ୱବିଦ୍ୟାଳୟ କୂଳପତି ପ୍ରଫେସର ଅପରାଜିତା ଚୌଧୁରୀଙ୍କ ସମେତ ଅନ୍ୟ ଅଧିକାରୀ, ପ୍ରଫେସର ଉପସ୍ଥିତ ଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+