ରାଜ୍ୟରେ ଖୁବ୍‌ଶୀଘ୍ର ଗଠନ ହେବ ଲ-ରିଭିଜନ କମିଶନ, ସୂଚନା ଦେଲେ ଆଇନ ମନ୍ତ୍ରୀ

ରାଜ୍ୟ ସରକାର ଖୁବ୍‌ଶୀଘ୍ର ଲ-ରିଭିଜନ କମିଶନ ଗଠନ କରିବେ। କମିଶନ ଗଠନ ନେଇ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି।

Parthiraj Harichandan

ଅପ୍ରାସଙ୍ଗିକ ଓ ଅଦରକାରୀ ଆଇନର ପରିବର୍ତ୍ତନ ଆବଶ୍ୟକ ଅଛି ବୋଲି କହିଛନ୍ତି ଆଇନମନ୍ତ୍ରୀ। ମାସେ ଦେଢ଼ ମାସ ଭିତରେ ଏହା ଗଠନ ହେବ ବୋଲି ମନ୍ତ୍ରୀ କହିଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+