ଭୁବନେଶ୍ବରରେ ଅଛନ୍ତି ଜଣେ ପାକିସ୍ତାନୀ ମହିଳା, ତୁରନ୍ତ ପାକିସ୍ତାନ ଫେରିଯିବାକୁ ନୋଟିସ୍

ଭୁବନେଶ୍ବରରେ ରହୁଛନ୍ତି ପାକିସ୍ତାନୀ ମହିଳା । ମହିଳାଙ୍କୁ ଦେଶ ଛାଡ଼ି ଯିବାକୁ ଦିଆଯାଇଛି ନୋଟିସ୍ । ଓଡ଼ିଆ ଯୁବକଙ୍କୁ ବିବାହ କରି ଦୀର୍ଘ ମିଆଦି ଭିସାରେ ୨୦୦୮ରୁ ରହୁଛନ୍ତି ମହିଳା । ତାଙ୍କର ଭିସା ଅବଧି ୨୦୨୪ରେ ଶେଷ ହୋଇଥିଲା । ଏହାପରେ ମହିଳା ଜଣଙ୍କ ଭାରତ ଛାଡ଼ି ପାକିସ୍ତାନ ଚାଲିଯିବା ନିମନ୍ତେ ଏଗଜିଟ୍‌ ଭିସା ପାଇଁ କମିଶନରେଟ୍‌ ପୋଲିସ ନିକଟରେ ଆବେଦନ କରିଥିଲେ କିନ୍ତୁ ସେ ଆବେଦନ ପଡି ରହିଥିଲା । ଏବେ ପହଲଗାମ୍‌ ଘଟଣା ପରେ ସମସ୍ତ ପାକିସ୍ତାନୀ ଭାରତ ଛାଡିବା ପାଇଁ ନିର୍ଦ୍ଦେଶ ଥିବା ବେଳେ ସମ୍ପୃକ୍ତ ପାକିସ୍ତାନୀ ମହିଳାଙ୍କୁ ମଧ୍ୟ ଭୁବନେଶ୍ବର ଛାଡି ଯିବା ପାଇଁ ପୋଲିସ ନୋଟିସ୍‌ ହୋଇଛି ।

Pakistani
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+