ଆଜିଠୁ ମୁମ୍ବାଇରେ ଦୁଇ ଦିନିଆ ନିବେଶକ ସମ୍ମିଳନୀ, ସାମିଲ ହେବେ ମୁଖ୍ୟମନ୍ତ୍ରୀ

ଆଜିଠୁ ମୁମ୍ବାଇରେ ଦୁଇ ଦିନିଆ ନିବେଶକ ସମ୍ମିଳନୀ। ଆଜି ଓ ଆସନ୍ତାକାଲି ମୁମ୍ବାଇରେ ଓଡ଼ିଶା ସରକାର ଦୁଇ ଦିନିଆ ନିବେଶକ ସମ୍ମିଳନୀ ଓ ରୋଡ୍ ସୋ' ଆୟୋଜନ କରୁଛନ୍ତି । ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଶିଳ୍ପ ମନ୍ତ୍ରୀ ସଂପଦ ସ୍ୱାଇଁଙ୍କ ସହ ରାଜ୍ୟର ବରିଷ୍ଠ ଅଧିକାରୀମାନେ ସାମିଲ ହେବେ ।

ଶିଳ୍ପାୟନ କ୍ଷେତ୍ରରେ ରାଜ୍ୟକୁ ଅଧିକ ପୁଞ୍ଜି ଆଣିବା ଲକ୍ଷ୍ୟରେ ଦିଲ୍ଲୀ ପରେ ମୁମ୍ବାଇରେ ଏଭଳି କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। ଯେଉଁଥିରେ ନିବେଶକଙ୍କ ସହ ଆଲୋଚନା କରିବେ ରାଜ୍ୟ ସରକାର ।

cm mohan majhi

ସେହିପରି ଆଜି କେନ୍ଦ୍ର ସରକାରଙ୍କ ପକ୍ଷରୁ ଆୟୋଜନ ହେବାକୁ ଥିବା ଇଣ୍ଡିଆ କେମ୍ କାର୍ଯ୍ୟକ୍ରମରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ । ଏଥିରେ ପାରାଦ୍ୱୀପ, ଗୋପାଳପୁର ଓ ଧାମରାକୁ କେମିକାଲ ଶିଳ୍ପ ଆସିବା ସମ୍ଭାବନା ରହିଛି । ୧୯ ତାରିଖ ଅର୍ଥାତ୍ ଆସନ୍ତାକାଲି ୩ ଶହରୁ ଅଧିକ ନିବେଶକଙ୍କ ସହ ଆଲୋଚନା କରିବେ ରାଜ୍ୟ ସରକାର ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+