ପୁରୀରେ ଭୟଙ୍କର ବଜ୍ରପାତ ନେଲା ମହିଳାଙ୍କ ଜୀବନ, ୮ ଆହତ

ପୁରୀରେ ସୋମବାର ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ବଜ୍ରପାତ ହୋଇଛି। ଫଳରେ ଜଣେ ମହିଳାଙ୍କ ଜୀବନ ଯାଇଥିବା ବେଳେ ୮ ଜଣ ଆହତ ହୋଇଛନ୍ତି।

lightning

ଛଇତନା ଭୋଇସାହିରେ ଏହି ବଜ୍ରପାତ ଘଟିଛି। ତେବେ ସମସ୍ତ ଆହତଙ୍କୁ ପୁରୀ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ଆସନ୍ତାକାଲି ପାଇଁ ୧୮ଟି ଜିଲାକୁ ଜାରି ହୋଇଛି ୟେଲୋ ଓ୍ବାର୍ନିଂ। ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦ୍ରାପଡ଼ା, ଯାଜପୁର, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ସୁବର୍ଣ୍ଣପୁର, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର ଏବଂ କୋରାପୁଟ ଜିଲାକୁ ମଙ୍ଗଳବାର ପାଇଁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।

ଅନ୍ୟପକ୍ଷରେ ୧୪ ତାରିଖରେ ଅଧିକାଂଶ ଜିଲାରେ ବର୍ଷାର ପରିମାଣ କମିପାରେ। ୧୪ରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଏବଂ ବାଲେଶ୍ବର ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+