ଲିଙ୍ଗରାଜ ମନ୍ଦିର ଭିତରେ ସିଗାରେଟ୍ ଟାଣିଲେ ଯୁବକ, ଏପରି ଫଟୋ ହେଲା ଭାଇରାଲ
Lingaraj Temple: ଲିଙ୍ଗରାଜ ମନ୍ଦିର ଭିତରେ ସିଗାରେଟ୍ ଟାଣିଲେ ଯୁବକ । ଏପରି ଏକ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେଉଛି ଯାହାକୁ ନେଇ ଏବେ ଜୋର ଧରିଛି ଚର୍ଚ୍ଚା । devi_105 ନାମକ ଏକେ ଇନଷ୍ଟାଗ୍ରାମ ଆଇଡିରେ ଏହି ଯୁବକଙ୍କ ଫଟୋ ପୋଷ୍ଟ କରାଯାଇଛି । ଭାଇରାଲ ଫଟୋରେ ଯୁବକ ଜଣକ ହାତରେ ସିଗାରେଟ୍ ଧରିଥିବାର ଦେଖିବାକୁ ମିଳୁଛି । ଏହିପରି ଘଟଣାକୁ ବିଭିନ୍ନ ମହଲରେ କଡ଼ା ନିନ୍ଦା କରାଯାଉଛି । ସେପଟେ ମନ୍ଦିର ସେବାୟତ ମାନେ ଉକ୍ତ ଯୁବକଙ୍କ ଗିରଫ ଦାବି କରିଛନ୍ତି। ବ୍ୟକ୍ତି ଜଣଙ୍କ ନାଁ ଦେବି ପ୍ରସାଦ ଦାସ ବୋଲି ସୂଚନା ରହିଛି ।

ସୂଚନା ଅନୁସାରେ, ଏହି ଫଟୋ ସୋମବାର ଅପଲୋଡ୍ କରାଯାଇଥିଲା । ଭାଇରାଲ ଫଟୋରେ ଯୁବକ ଜଣକ ମନ୍ଦିର ରୋଷେଇ ଘର ପାଖରେ ଠିଆ ହୋଇଥିବାର ଦେଖିବାକୁ ମିଳୁଛି । ତେବେ ଏହି ଯୁବକ ଜଣ ସ୍ଥାନୀୟ ଅଞ୍ଚଳର ବାସିନ୍ଦା ବୋଲି ଦାବି କରାଯାଉଛି । ତେବେ ବର୍ତ୍ତମାନ ପ୍ରଶ୍ନ ଉଠୁଛି ମନ୍ଦିର ପରିସର ମଧ୍ୟକୁ ମୋବାଇଲ ଏବଂ ନିଶାଦ୍ରବ୍ୟ ବାରଣ ସତ୍ୱେ କିପରି ଏହି ଯୁଦ୍ଧ ଜଣ ସିଗାରେଟ୍ ଟାଣିଲେ । ନିକଟରେ ଅଭିନେତ୍ରୀ ଶିଳ୍ପା ଶେଟ୍ଟି ମନ୍ଦିର ମଧ୍ୟରେ ଅନେକ ଫଟୋ ଉଠାଇବା ସହ ଭିଡିଓ ମଧ୍ୟ ତିଆରି କରିଥିଲେ ଯାହାକୁ ମଧ୍ୟ ଖୁବ୍ ବିବାଦ ସୃଷ୍ଟି ହୋଇଥିଲା ।
-
ପ୍ରକାଶ ପାଇଲା ଟି-୨୦ ରାଙ୍କିଙ୍ଗ୍ : ବିଶ୍ୱର ନମ୍ବର ୧ ବ୍ୟାଟ୍ସମ୍ୟା କିଏ ଜାଣନ୍ତୁ… -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ଆମେରିକା, ଇସ୍ରାଏଲ-ଇରାନ ଯୁଦ୍ଧ ସମୟରେ ଭାରତ ଯେଉଁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନ ଲାଗୁ କରିଛି ଜାଣନ୍ତୁ ତାହା କ’ଣ? -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ












Click it and Unblock the Notifications