କେନ୍ଦ୍ରାପଡ଼ା ବଳଦେବଜୀଉ ପରିକ୍ରମା ପ୍ରକଳ୍ପ ପାଇଁ ପ୍ରାୟ ୧୦୦ କୋଟି ଅଟକଳ, ମନ୍ତ୍ରୀଙ୍କ ସୂଚନା

କେନ୍ଦ୍ରାପଡ଼ା ବଳଦେବଜୀଉ ପରିକ୍ରମା ପ୍ରକଳ୍ପ ପାଇଁ ପ୍ରାୟ ୧୦୦ କୋଟି ଅଟକଳ। ପରିକ୍ରମା ପ୍ରକଳ୍ପ ପାଇଁ ସମୀକ୍ଷା ପରେ ଆଇନ ମନ୍ତ୍ରୀଙ୍କ ସୂଚନା । କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କ ଉପସ୍ଥିତିରେ ସମୀକ୍ଷା ପରେ ସୂଚନା । ଖୁବ୍‌ ଶୀଘ୍ର ଫାଇନାଲ୍‌ DPR, ଚଳିତ ଆର୍ଥିକ ବର୍ଷରୁ କାମ ଆରମ୍ଭ ହେବ ।ଜିଲ୍ଲାପାଳ, ଉପଜିଲ୍ଲାପାଳ, ଏଣ୍ଡାମେଣ୍ଟ କମିଶନରଙ୍କ ଉପସ୍ଥିତିରେ ହେଲା ଚୂଡ଼ାନ୍ତ । ବୈଠକରେ ମହାକାଳପଡ଼ା ବିଧାୟକ ଦୁର୍ଗା ପ୍ରସନ୍ନ ନାୟକ ଉପସ୍ଥିତ ଥିଲେ ।

Minister informs
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+