ଆବ୍ରାହମ୍‌ ଲିଙ୍କନ ୯ ଥର ହାରିଥିଲେ, ମୁଁ ୬ ଥର ହାରିଛି ; ଘାସିରାମ ମାଝୀ

ନୂଆପଡ଼ା ଉପନିର୍ବାଚନରେ ପ୍ରଦର୍ଶନକୁ ନେଇ ଘାସିରାମଙ୍କ କ୍ଷୋଭ । ଭୋଟର ଟଙ୍କାରେ କିଣି ହୋଇଗଲେ, ମାଟି ପୁଅକୁ ଚିହ୍ନିଲେନି। କେନ୍ଦ୍ରୀୟ ନେତାଙ୍କ ସାହାଯ୍ୟ, ସମର୍ଥନ ମିଳିଲାନି। ଆବ୍ରାହମ୍‌ ଲିଙ୍କନ ୯ ଥର ହାରିଥିଲେ, ମୁଁ ୬ ଥର ହାରିଛି । ଆଉ ୩ ଥର ନିର୍ବାଚନ ଲଢ଼ିବି ବୋଲି କହିଛନ୍ତି ଘାସିରାମ ମାଝି।

Ghaziram Majhi
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+