ହାଇୱା-ବୋଲେରୋ ମୁହାଁମୁହିଁ: ଜଣେ ମୃତ, ୧୦ ଗୁରୁତର

ଭଦ୍ରକ: ହାଇୱା-ବୋଲେରୋ ମୁହାଁମୁହିଁ ଧକ୍କାରେ ଜଣେ ମୃତ, ୧୦ ଆହତ । ଭଦ୍ରକ ଏନ୍ଏଚ୍ ୧୬ ଆରଡ଼ି ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି । ପୁରୀରୁ ବାଲେଶ୍ୱର ଫେରୁଥିବା ବେଳେ ଦୁର୍ଘଟଣା ହୋଇଛି । ୬ ଜଣଙ୍କୁ କଟକ ଓ ୪ ଜଣଙ୍କୁ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଛି । ଆହତଙ୍କ ମଧ୍ୟରେ ୨ ମହିଳା ଓ ୨ ଶିଶୁ ଥିବା ସୂଚନା ରହିଛି ।

ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ୧୦ ଜଣ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ପ୍ରଥମେ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଭଦ୍ରକ ୧୬ ନମ୍ବର ଜାତୀୟ ରାଜପଥର ଆରଡି ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି ।

ସୂଚନା ଅନୁସାରେ, ବାଲେଶ୍ୱର ଜିଲ୍ଲାର କିଛି ଲୋକେ ପୁରୀ ଯାଇଥିଲେ । ତେବେ ଫେରିବା ସମୟରେ ଆରଡି ଛକ ନିକଟରେ ଏକ ହାଇଓ୍ୱା ସାମ୍ନା ପଟୁ ଧକ୍କା ଦେଇଥିଲା । ଆଉ ଘଟଣାସ୍ଥଳରେ ହାଇଓ୍ୱା ଗାଡି ଫେରାର ହୋଇଯାଇଥିଲା । ତେବେ ଏହି ଦୁର୍ଘଟଣାରେ କିଛି ଲୋକ ଗୁରୁତର ହୋଇଥିଲେ । ସ୍ଥାନୀୟଲୋକଙ୍କ ସହାୟତାରେ ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଥିଲା ।

accident at odisha

ସେଠାରେ ଡାକ୍ତର ଜଣଙ୍କୁ ମୃତ୍ୟୁ ହୋଇଥିବା ବେଳେ ପ୍ରାୟ ୧୦ ଜଣ ଯାତ୍ରୀ ଗୁରୁତର ରହିଛି । ଗୁରୁତରଙ୍କ ମଧ୍ୟରୁ କିଛିଙ୍କୁ ପ୍ରାଥମିକ ଚିକିତ୍ସା କରାଯାଇ ଛଡାଯାଇଛି । ବାକି ଅନ୍ୟ ସମସ୍ତଙ୍କ ଚିକିତ୍ସା ଜାରି ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+