ଅଜଣା ଗାଡ଼ି ଧକ୍କାରେ ୩ ବାଇକ ଆରୋହୀ ମୃତ

ଝାରସୁଗୁଡ଼ା: ଅଜଣା ଗାଡ଼ି ଧକ୍କାରେ ୩ ବାଇକ ଆରୋହୀ ମୃତ । ବେଲପାହାଡ଼ ଥାନା ଗୌରପଡ଼ା ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଦେଖିବାକୁ ମିଳିଛି । ମୃତକଙ୍କ ପରିଚୟ ଅସ୍ପଷ୍ଟ ରହିଛି । ଦୁର୍ଘଟଣା ପରେ ଗାଡ଼ି ଡ୍ରାଇଭର ଫେରାର ।ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି ।

ଆରୋହୀଙ୍କ ଉପରେ ଅଜଣାଗାଡ଼ି ମାଡ଼ି ଯିବାରୁ ୩ଜଣ ବାଇକ ଆରୋହୀ ମୃତ ହୋଇଛନ୍ତି । ଝାରସୁଗୁଡ଼ା ଜିଲ୍ଲା ବେଲପାହାଡ଼ ଥାନା ଅନ୍ତର୍ଗତ ଗୌରପଡ଼ା ନିକଟରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।

ତେବେ ଏଯାଏଁ ମୃତକଙ୍କ ପରିଚୟ ମିଳିନାହିଁ । ଆଜି ଭୋରରୁ ଏହି ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି । ତିନିଜଣ ଯୁବକ ଏକ ବାଇକ୍‌ରେ ଯିବାବେଳେ ସେମାନଙ୍କୁ ଅଜଣା ଗାଡ଼ି ଧକ୍କା ଦେଇଥିଲା। ଘଟଣାସ୍ଥଳରେ ୩ ଜଣଙ୍କର ମୃତ୍ୟୁ ଘଟିଥିଲା।

Accident

ସୂଚନା ପାଇ ବେଲପାହାଡ଼ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହଗୁଡ଼ିକୁ ଜବତ କରିଥିବା ବେଳେ ତଦନ୍ତ ଆରମ୍ଭ କରିଛି ।ଏହାସହ ରାସ୍ତାରେ ରାଗିଥିବା ସିସିଟିଭି ଫୁଟେଜକୁ ଯାଞ୍ଚ କରୁଛି ।

ସୂଚନା ଅନୁସାରେ ଲଖନପୁର ସାହାଜବାହାଲ ଗ୍ରାମର ୩ ଯୁବକ ଏକ ବାଇକ୍(ଓଡି ୨୩ ପି ୨୦୦୯)ଯୋଗେ ବେଲପାହାଡ଼ରୁ ଲଖନପୁର୍ ଦିଗରେ ଯାଉଥିବା ବେଳେ କୌଣସି ଅଜଣା ଗାଡ଼ି ସେମାନଙ୍କୁ ଧକ୍କା ଦେଇ ଫେରାର ହୋଇଯାଇଥିଲା।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+