ପାରାଦୀପ ବନ୍ଦରରେ ଅଘଟଣ, କ୍ରେନରୁ ଭାଙ୍ଗି ଜାହାଜ ଉପରେ ଖସି ପଡିଲା ବୁମ୍ ଗ୍ରାଫ୍

ପାରାଦୀପ ବନ୍ଦର MPB ବର୍ଥରେ ଅଘଟଣ ଘଟିଛି। କ୍ରେନରୁ ଭାଙ୍ଗି ଜାହାଜ ଉପରେ ଖସି ପଡ଼ିଛି ଓଜନିଆ ବୁମ୍ ଗ୍ରାଫ୍। ଏଥିରେ କ୍ରେନ ଅପରେଟର ଆହତ ହୋଇଛନ୍ତି। ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

Paradip

ଆଜି ସକାଳେ ବୋଥ୍ରା ସିପିଙ୍ଗ କମ୍ପାନୀର କ୍ରେନଟି ଏକ ବିଦେଶୀ ଜାହାଜ 'MV ଆମସୀ ମ୍ୟାକ୍ସିମସ'ରୁ ଚୂନପଥର ଅନଲୋଡିଂ କରୁଥିଲା।ଏହି ସମୟରେ କ୍ରେନର ବୁମ୍ ଗ୍ରାଫଟି ଭାଙ୍ଗି ଯାଇଥିଲା। ଏହି ଅଘଟଣରେ କ୍ରେନ ଅପରେଟର ଆହତ ହୋଇଥିଲେ। ଏଥିସହ ବୁମ୍ ଗ୍ରାଫ୍ ଭାଙ୍ଗି ଜାହାଜ ଉପରେ ପଡି ସମୁଦ୍ର ପାଣିକୁ ଖସି ପଡିଥିଲା।

କ୍ରେନର ଲଫିଙ୍ଗ ସିଲିଣ୍ଡର ଛିଣ୍ଡି ଯିବାରୁ ଏପରି ଅଘଟଣ ଘଟିଥିବା କୁହାଯାଉଛି। ବିଭାଗୀୟ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛନ୍ତି। ଅଘଟଣ ପରେ ଜାହଜରୁ ଅନଲୋଡିଂ ବନ୍ଦ ରହିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+