ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ବଡ଼ ଧରଣର ବିସ୍ଫୋରଣ: ୫ ଶ୍ରମିକ ଗୁରୁତର ଆହତ
Raurkela Steel Plant News: ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ବଡ଼ ଧରଣର ବିସ୍ଫୋରଣ । ଏହି ଦୁର୍ଘଟଣାରେ ୫ ଜଣ ଶ୍ରମିକ ଗୁରୁତର ଆହତ ହୋଇଥିବା ନେଇ ସୂଚନା ରହିଛି । ଆହତଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ନେଇ ସୂଚନା ରହିଛି ।

ସୂଚନା ଅନୁସାରେ, ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟର ଏସ୍ଏମ୍ଏସ୍-୧ ୟୁନିଟ୍ରେ ଶନିବାର ସକାଳ ୯ଟା ସମୟରେ ଭୟଙ୍କର ବିସ୍ଫୋରଣ ଘଟିଥିଲା । ଏଥିରେ ଗୁରୁତର ୫ ଶ୍ରମିକ ଆହତ ହୋଇଥିଲେ ସମସ୍ତ ଗୁରୁତର ଶ୍ରମିକଙ୍କୁ ତୁରନ୍ତ ଡାକ୍ତରଖାନାରେ ଭର୍ତ୍ତି କରାଯାଥିଲା । ସେମାନଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ତେବେ କିପରି ବିସ୍ଫୋରଣ ଘଟିଲା ସେ ନେଇ ଷ୍ଟିଲ୍ ପ୍ଲାଣ୍ଟ କର୍ତ୍ତୃପକ୍ଷ ପକ୍ଷରୁ କୌଣସି ସୂଚନା ଜାରି କରାଯାଇ ନାହିଁ ।












Click it and Unblock the Notifications