ଘରେ ଶୋଇଥିବା ବେଳେ ଯୁବକଙ୍କୁ ଏସିଡ୍ ମାଡ଼, ଗୁରୁତର ହେବାରୁ ଭୁବନେଶ୍ବର ସ୍ଥାନାନ୍ତର
ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଲକ୍ ଅନ୍ତର୍ଗତ ନାୟକାଣିଡ଼ିହି ଥାନା ରାମଚନ୍ଦ୍ରପୁର ଗାଁରେ ଏକ ଅଭାବନୀୟ ଘଟଣା ସାମନାକୁ ଆସିଛି। ସେହି ଗାଁର ସନାତନ ପଲେଇଙ୍କ ପୁଅ ଜଗବନ୍ଧୁଙ୍କ ଉପରକୁ ଶୋଇଥିବା ବେଳେ କେହି ଦୁର୍ବୃତ୍ତ ଝରକା ବାହାରୁ ଏସିଡ ଫିଙ୍ଗି ଫେରାର ହୋଇଥିବା ପରିବାରଲୋକ ଅଭିଯୋଗ କରିଛନ୍ତି।

ନାୟକାଣିଡ଼ିହି ଥାନା ରାମଚନ୍ଦ୍ରପୁର ଗାଁରେ ଏକ ଅଭାବନୀୟ ଘଟଣା ସାମନାକୁ ଆସିଛି। ସେହି ଗାଁର ସନାତନ ପଲେଇଙ୍କ ପୁଅ ଜଗବନ୍ଧୁଙ୍କ ଉପରକୁ ଶୋଇଥିବା ବେଳେ କେହି ଦୁର୍ବୃତ୍ତ ଝରକା ବାହାରୁ ଏସିଡ ଫିଙ୍ଗି ଫେରାର ହୋଇଥିବା ପରିବାରଲୋକ ଅଭିଯୋଗ କରିଛନ୍ତି। ତେବେ ପରିବାରଲୋକ ଜଗବନ୍ଧୁଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାରକରି ପ୍ରଥମେ ବାସୁଦେବପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଓ ପରେ କଟକ ସ୍ଥାନାନ୍ତର କରାଯାଇଛି।
ତେବେ ପରିବାରଲୋକ ଜଗବନ୍ଧୁଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାରକରି ପ୍ରଥମେ ବାସୁଦେବପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଓ ପରେ କଟକ ସ୍ଥାନାନ୍ତର କରାଯାଇଛି।












Click it and Unblock the Notifications