କ୍ରସ୍ ଭୋଟିଂ କରିଥିବା ବିଧାୟକଙ୍କ ଉପରେ ଆକ୍ସନ ନିଆଯିବା ଦରକାର ; ଅଶ୍ୱିନୀ ପାତ୍ର
କ୍ରସ୍ ଭୋଟିଂ ନେଇ ପ୍ରତିକ୍ରିୟା ରଖିଲେ ବିଜେଡି ବିଧାୟକ ଅଶ୍ୱିନୀ ପାତ୍ର। କହିଲେ କ୍ରସ୍ ଭୋଟିଂ କରିଥିବା ବିଧାୟକଙ୍କ ଉପରେ ଆକ୍ସନ ନିଆଯିବା ଦରକାର'। ଦଳର ନୀତି, ଆଦର୍ଶ ରହିଛି ଏହା ବିରୋଧରେ ଗଲେ ଦଳ ନିମ୍ନଗାମୀ ହୁଏ । ବିଜେଡି ସଭାପତି ଯେଉଁ କାର୍ଯ୍ୟାନୁଷ୍ଠାନ ନେଉଛନ୍ତି ତାହା ସ୍ୱାଗତଯୋଗ୍ୟ । ବହିଷ୍କାର ଦ୍ୱାରା ବିଶୃଙ୍ଖଳା ବଢ଼ୁଛି, ତେଣୁ ସେ ଧୀରେ ଧୀରେ ଆକ୍ସନ ନେଉଛନ୍ତି ।













Click it and Unblock the Notifications