ଓଟିଇଟି ପରୀକ୍ଷା ବାତିଲ୍ ଘଟଣାରେ କାର୍ଯ୍ୟାନୁଷ୍ଠାନ, ୬ ଅଧିକାରୀଙ୍କ ବଦଳି

ସ୍ୱତନ୍ତ୍ର ଓଡିଇଟି ପରୀକ୍ଷା ବାତିଲ ଘଟଣାରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ବୋର୍ଡ କାର୍ଯ୍ୟାଳୟର ଅତିରିକ୍ତ ସମ୍ପାଦକଙ୍କ ସମେତ ୬ ଅଧିକାରୀଙ୍କ ବଦଳି ହୋଇଥିବା ସୂଚନା । ବୋର୍ଡ କାର୍ଯ୍ୟାଳୟର ଅନ୍ୟ ବିଭାଗକୁ ବଦଳି ହେଲେ ୬ ଅଧିକାରୀ । ଜୁଲାଇ ୨୦ରେ ହେବାକୁ ଥିବା ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା ବାତିଲ୍ ଘୋଷଣା କରାଯାଇଥିଲା । ଘଟଣାର ୬ ଦିନ ପରେ ବି ପରୀକ୍ଷା କେବେ ହେବ ସ୍ପଷ୍ଟ କରାଯାଇ ନାହିଁ ।

OTET exam
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+