ଅଭିନେତା ଅଶ୍ରୁମୋଚନଙ୍କ କାର୍ ଦୁର୍ଘଟଣାଗ୍ରସ୍ତ, ନିୟନ୍ତ୍ରଣ ହରାଇ କେନାଲକୁ ଖସିଲା କାର୍
ଓଲିଉଡ୍ ଅଭିନେତା ଅଶ୍ରୁମୋଚନ ମହାନ୍ତିଙ୍କ ଗାଡି ଦୁର୍ଘଟଣାଗ୍ରସ୍ତ । ସୁଟିଂ ସାରି ଫେରୁଥିବାବେଳେ କେନାଲକୁ ଖସିଲା କାର । ସାମ୍ନାକୁ କୁକୁର ପଳାଇ ଆସିବାରୁ ନିୟନ୍ତ୍ରଣ ହରାଇ କେନାଲକୁ ଖସିଲା କାର୍ । କଳାଝରି ନିକଟ ଦୟା ୱେଷ୍ଟ ନାଳ ଭିତରକୁ ଖସିପଡ଼ିଲା କାର୍ । ତେବେ ଅଭିନେତା ଅଶ୍ରୁମୋଚନ ସୁରକ୍ଷିତ ଥିବା ସୂଚନା ରହିଛି । ଏକ ବଡ଼ ଅଘଟଣରୁ ବର୍ତ୍ତିଯାଇଛନ୍ତି ଅଭିନେତା ।

ସୂଚନା ଥାଉକି, ବରିଷ୍ଠ ସିନେ ଅଭିନେତା ଅଶ୍ରୁ୍ମୋଚନ ମହାନ୍ତି ଆଜି ସକାଳେ କଟକରୁ ଶୁଟିଂ ସାରି କଳାରାହଙ୍ଗ ସ୍ଥିତ ବାସଭବନକୁ ଆସୁଥିଲେ । ତେବେ ପ୍ରତାପନଗରୀ କେନାଲ ରୋଡ୍ ବାଟ ଦେଇ ଫେରିବା ବେଳେ ପଟିଆ ନୂଆ ରେଳ ଷ୍ଟେସନ ପାଖରେ କେନାଲକୁ ଖସିଥିଲା କାର । ନିଜେ କାର ଚଳାଇ ଫେରୁଥିବା ବେଳେ କାର ସାମ୍ନାକୁ ଗୋଟିଏ କୁକୁର ଆସିଯିବାରୁ କାଳେ କୁକୁର ସହିତ ମାଡ଼ ହେଇଯିବ ଭାବି ଷ୍ଟିଅରିଙ୍ଗ ମୋଡି ଦେଇଥିଲେ ଅଭିନେତା ।
ଯାହା ଫଳରେ କାରଟି କେନାଲ ତଳକୁ ଖସି ଯାଇଥିଲା l ତେବେ କାରଟି ପାଣି ଭିତରକୁ ଯିବା ପୂର୍ବରୁ ନିଜେ ବ୍ରେକ୍ ମାରି ଅଟକାଇ ଦେଇଥିଲେ । ତାଙ୍କ ପୁଅ ଘଟଣା ସ୍ଥଳରେ ପହଞ୍ଚି କାର ଟିକୁ ଉପରକୁ ଆଣିଥିଲେ । ସୂଚନା ଅନୁଯାୟୀ ଉଭୟ କାର ଏବଂ ଅଭିନେତା ଅଶ୍ରୁ୍ମୋଚନଙ୍କର କୌଣସି କ୍ଷତି ହୋଇନାହିଁ ।
-
ସୁପ୍ରିମକୋର୍ଟଙ୍କ ବଡ଼ ରାୟ, ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମା’ ମଧ୍ୟ ମ୍ୟାଟରନିଟି ଲିଭ୍ ପାଇବା ହକଦାର,ମିଳିବ ୧୨ ସପ୍ତାହର ଛୁଟି -
କ୍ରସ ଭୋଟିଂ କରିଥିବା ୩ ବିଧାୟକଙ୍କ ସିଟ୍ ପରିବର୍ତ୍ତନ ଲାଗି ବାଚସ୍ପତିଙ୍କୁ ଚିଠି ଲେଖିଲେ କଂଗ୍ରେସ ବିଧାୟକ ଦଳ ନେତା -
ମୟୁରଭଞ୍ଜ ଘୂର୍ଣ୍ଣିଝଡ଼; ସୁପରିଚାଳନା ନିଶ୍ଚିତ କରିବା ସହ ବିପର୍ଯ୍ୟୟରେ ପ୍ରଭାବିତ ୯ଟି ଗାଁକୁ ୯ଜଣ ଅଧିକାରୀଙ୍କୁ ଦାୟିତ୍ୱ -
ଗହୀରମଥାରେ ଅଲିଭରିଡଲେଙ୍କ ସାମୁହିକ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ, ସମୁଦ୍ର କୂଳରେ ସୁରକ୍ଷା ବ୍ୟବସ୍ଥା -
୨୦ ମାସରେ ମରିଛନ୍ତି ୧୫୪ ହାତୀ; ଜଙ୍ଗଲ ଓ ପରିବେଶ ମନ୍ତ୍ରୀ -
ବାରୁଣି ସ୍ନାନ ଅବସରରେ ବୈତରଣୀ କୂଳରେ ହଜାର ହଜାର ଭକ୍ତଙ୍କ ସମାଗମ -
ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ; ୧୨ଟା ଯାଏଁ ଗୃହ ମୁଲତବି -
ଟ୍ରଷ୍ଟ ଗଠନ ନେଇ ସ୍ପଷ୍ଟୀକରଣ ରଖିଲେ ବିରୋଧୀଦଳ ନେତା ନବୀନ, କହିଲେ... -
କ୍ରସ୍ ଭୋଟିଂ କରିଥିବା ବିଧାୟକଙ୍କ ଉପରେ ଆକ୍ସନ ନିଆଯିବା ଦରକାର ; ଅଶ୍ୱିନୀ ପାତ୍ର -
ମାର୍ଚ୍ଚ ସୁଦ୍ଧା ମାଲକାନଗିରିରୁ ଉଡ଼ିବ ବିମାନ -
ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କରି ବିରୋଧୀଙ୍କ ହୋହଲ୍ଲା , ସାଢ଼େ ୧୧ଟା ଯାଏଁ ଗୃହ ମୁଲତବି -
ଆଜି ଚୈତ୍ର ମାସ ଦ୍ୱିତୀୟ ମଙ୍ଗଳବାର; କାକଟପୁରବାସିନୀ ମାଆ ମଙ୍ଗଳାଙ୍କ ଦ୍ୱିତୀୟ ପାଳି ଯାତ୍ରା












Click it and Unblock the Notifications