ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତି ଅସୁସ୍ଥ, ଏକ ଘରୋଇ ହସ୍‌ପିଟାଲରେ ଭର୍ତ୍ତି

ବଲିଉଡ୍ ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତି ହସପିଟାଲରେ ଚିକିତ୍ସାଧୀନ । ଭୁବନେଶ୍ବରର ଏକ ଘରୋଇ ହସପିଟାଲରେ ବୁଦ୍ଧାଦିତ୍ୟଙ୍କ ଚିକିତ୍ସା ଚାଲିଛି । ତାଙ୍କୁ କିଛି ଦିନ ହେବ ଜ୍ବର ଏକ କଫ ଜନିତ ସମସ୍ୟା ରହିଥିଲା । ତେବେ ଲଙ୍ଗସରେ ସଂକ୍ରମଣ ଯୋଗୁଁ ଦେହ ଅଧିକ ଖରାପ ହେବା ପରେ ତାଙ୍କୁ ଗତକାଲି ଡାକ୍ତଖାନାରେ ଭର୍ତ୍ତି କରାଯାଇଛି ।

Buddhaditya Mohanty

ବୁଦ୍ଧାଦିତ୍ୟଙ୍କର ବିଭିନ୍ନ ପ୍ରକାର ପରୀକ୍ଷା କରାଯାଉଥିବା ଜଣାପଡ଼ିଛି । କେନ୍ୟୁଜକୁ ଏକ ଅଡ଼ିଓ ବାର୍ତ୍ତା ଦେଇ ବୁଦ୍ଧାଦିତ୍ୟ ତାଙ୍କ ଅସୁସ୍ଥତା ବିଷୟରେ କହିଛନ୍ତି । ଏହା ସହିତ ତାଙ୍କ ଲାଗି ଈଶ୍ବରଙ୍କ ନିକଟରେ ପ୍ରାର୍ଥନା କରିବାକୁ ଅନୁରୋଧ କରିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+