OCS ପରୀକ୍ଷା ଆବେଦନ ଫର୍ମରେ ଯୋଡ଼ିହେଲା ‘ତୃତୀୟ ଲିଙ୍ଗ’ ବିକଳ୍ପ

ଏଣିକି ତୃତୀୟ ଲିଙ୍ଗଲ ବା କିନ୍ନର ଓଡ଼ିଶା ସିଭିଲ୍ ସର୍ଭିସ୍ ପରୀକ୍ଷା (ଓସିଏସ୍ଇ) ଦେଇପାରିବେ । ଏ ସଂକ୍ରାନ୍ତରେ ଓଡ଼ିଶା ଲୋକସେବା ଆୟୋଗଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଏହି ବର୍ଗର ପ୍ରାର୍ଥୀଙ୍କୁ ଓସିଏସ୍ଇ-୨୦୨୫ ପରୀକ୍ଷାରେ ସୁଯୋଗ ଦେବା ଲାଗି ପଞ୍ଜୀକରଣ ଓ ଆବେଦନ ଅବଧିକୁ ବୃଦ୍ଧି କରାଯାଇଛି ।

Third Gender

ଆସନ୍ତା ୨୦ ତାରିଖ ପଞ୍ଜୀକରଣ ଅବଧି ଶେଷ ହେଉଥିବାବେଳେ ଏହାକୁ ୨୭ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ସେହିଭଳି ମାର୍ଚ୍ଚ ୭ ତାରିଖ ଆବେଦନ କରିବାର ଶେଷ ସମୟ ରଖାଯାଇଛି । ସମ୍ପୃକ୍ତ ବର୍ଗର ପ୍ରାର୍ଥୀଙ୍କୁ ସେମାନଙ୍କ ପରିଚୟପତ୍ର ତଥା କାର୍ଡ ଆବେଦନ ସମୟରେ ଅପଲୋଡ୍ କରିବାକୁ କୁହାଯାଇଛି । ଓପିଏସସି୍ ପକ୍ଷରୁ ଗ୍ରୁପ ଏ' ଏବଂ ଗ୍ରୁପ ବି' ର ୪୬୫ ଟି ପଦ ପୂରଣ ନିମନ୍ତେ ବିଜ୍ଞପ୍ତି ପ୍ରକାଶ ପାଇଛି ।

ଗତ ଜାନୁଆରୀ ୨୦ ଠାରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି । ଏଥିରେ ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି, ମହିଳା ଆଦି ବର୍ଗରେ ପଦ ସଂରକ୍ଷିତ ରଖାଯାଇଛି । କିନ୍ତୁ ତୃତୀୟ ଲିଙ୍ଗଙ୍କୁ ଏହି ପଦରେ ପରୀକ୍ଷା ଦେବାକୁ ସୁଯୋଗ ମିଳିନଥିଲା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+