ବିଧାନସଭାରେ ୧୭ ହଜାର ୪୪୦ କୋଟିର ଅତିରିକ୍ତ ବଜେଟ୍ ଆଗତ
ରାଜ୍ୟ ସରକାର ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଅତିରିକ୍ତ ବଜେଟ୍ ଉପସ୍ଥାପନ କରିଛନ୍ତି। ସପ୍ତଦଶ ବିଧାନସଭାର ୫ମ ଅଧିବେଶନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଅପରାହ୍ଣରେ ୧୭ ହଜାର ୪୪୦ କୋଟି ଟଙ୍କାର ଅତିରିକ୍ତ ବଜେଟ୍ ଉପସ୍ଥାପନ କରିଛନ୍ତି।

ଏହି ଅତିରିକ୍ତ ବଜେଟ୍ ମାଧ୍ୟମରେ ଓଡ଼ିଶାର ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନ, ଶିଳ୍ପ, ସଂସ୍କୃତି, କୃଷି, ମହିଳା ସଶକ୍ତୀକରଣ ଆଦି ବିଭାଗର ବିକାଶ କରିବାକୁ ଲକ୍ଷ୍ୟ ରଖିଛନ୍ତି।
More From
-
ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ… -
ଉପ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା;କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା -
ରବିବାର ମହାମୁକାବିଲା; ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନରେ ହେବ ବଡ଼ ପରିବର୍ତ୍ତନ! -
ମମତା ବାନାର୍ଜୀଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ରାଷ୍ଟ୍ରପତି, କହିଲେ..... -
ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଆନ୍ନା ହଜାରେ, ଜାଣନ୍ତୁ କେଉଁ କାରଣ ପାଇଁ ଲେଖିଲେ ପତ୍ର? -
ରାଷ୍ଟ୍ରପତିଙ୍କୁ TMC ସରକାର ଅପମାନ କରିବା ଲଜ୍ଜାଜନକ ;ମୋଦି -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ଓଜନ ହ୍ରାସ ପାଇଁ କେଉଁ ପନିପରିବା ଖାଇବା ଉଚିତ ? -
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ନବୋଦୟ ବିଦ୍ୟାଳୟର ୩ ଦଶମ ଛାତ୍ର ପାଣିରେ ବୁଡି ମୃତ -
ପଡୋଶୀ ଦେଶଗୁଡିକୁ କ୍ଷମା ମାଗିଲେ ଇରାନ ରାଷ୍ଟ୍ରପତି, ଜାଣନ୍ତୁ ଯୁଦ୍ଧ ଭିତରେ ଏମିତି କାହିଁକି କଲା ..... -
ଇରାନର ଯୁଦ୍ଧ ଜାହାଜକୁ ଆଶ୍ରୟ ଦେଲା ଭାରତ












Click it and Unblock the Notifications