Get Updates
Get notified of breaking news, exclusive insights, and must-see stories!

ଆସନ୍ତା ୨୦ ତାରିଖ ଦୀପାବଳି ପର୍ବ ଉପଲକ୍ଷେ ଅତିରିକ୍ତ ଛୁଟି; ପୂର୍ବରୁ ଘୋଷିତ ୨୧ ତାରିଖ ଛୁଟି ମଧ୍ୟ ବଳବତ୍ତର ରହିବ

ଆସନ୍ତା ୨୦ ତାରିଖ ଦୀପାବଳି ପର୍ବ ଉପଲକ୍ଷେ ଅତିରିକ୍ତ ଛୁଟି । ନୂଆପଡ଼ା ଜିଲ୍ଲା ବ୍ୟତୀତ ରାଜ୍ୟର ଅନ୍ୟ ସବୁ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବ।
୨୦ରେ ନୂଆପଡ଼ାରେ ସରକାରୀ କାର୍ଯ୍ୟାଳୟ/ ମାଜିଷ୍ଟେରିଆଲ କୋର୍ଟ ଖୋଲା ରହିବ । ଆସନ୍ତା ୨୫ ତାରିଖ ଚତୁର୍ଥ ଶନିବାର କାର୍ଯ୍ୟଦିବସ ଭାବେ ଘୋଷଣା ।

Diwali festiva

ଆସନ୍ତା ୨୦ ତାରିଖ ଦୀପାବଳି ପର୍ବ ଉପଲକ୍ଷେ ଅତିରିକ୍ତ ଛୁଟି। ପୂର୍ବରୁ ଘୋଷିତ ୨୧ ତାରିଖ ଛୁଟି ମଧ୍ୟ ବଳବତ୍ତର ରହିବ। ମାତ୍ର ୨୧ ତାରିଖରେ ସମସ୍ତ ବ୍ୟାଙ୍କ ଓ ଅନ୍ୟାନ୍ୟ ବ୍ୟାଙ୍କିଂ ସଂସ୍ଥା ଖୋଲା।। ନୂଆପଡ଼ା ବ୍ୟତୀତ ରାଜ୍ୟର ଅନ୍ୟ ସବୁ ସରକାରୀ କାର୍ଯ୍ୟାଳୟ ୨ ଦିନ ବନ୍ଦ । ଆସନ୍ତା ୨୫ ତାରିଖ ଚତୁର୍ଥ ଶନିବାର କାର୍ଯ୍ୟଦିବସ ଭାବେ ଘୋଷଣା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+