ଶ୍ରୀମନ୍ଦିର ଭିତରେ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥାର ଅନୁଧ୍ୟାନ କଲେ ADG
ଶ୍ରୀମନ୍ଦିରରେ ADG ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କ ସୁରକ୍ଷା ଅନୁଧ୍ୟାନ। ଶ୍ରୀମନ୍ଦିର ଭିତରେ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥାର ଅନୁଧ୍ୟାନ କଲେ ADG। ପୁରୀ ଏସପିଙ୍କ ସହ ଅନ୍ୟାନ୍ୟ ବରିଷ୍ଠ ପୋଲିସ ଅଧିକାରୀ ଉପସ୍ଥିତ। ପୂର୍ବରୁ ଦର୍ଶନ ବ୍ୟବସ୍ଥାର ଅନୁଧ୍ୟାନ କରିଥିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ।













Click it and Unblock the Notifications