ଫେରିଲାଣି କରୋନା କୋପ, ଆଜିଠୁ ପୁଣି ଖୋଲିବ ଆଦିତ୍ୟ ଅଶ୍ୱିନୀ କୋଭିଡ୍ ହସ୍ପିଟାଲ
ଆଜିଠାରୁ ଖୋଲିବ ଆଦିତ୍ୟ ଅଶ୍ୱିନୀ କୋଭିଡ ହସ୍ପିଟାଲ । ଆଇସିୟୁ ସହ ମୋଟ ୧୫୦ ଶଯ୍ୟା ବିଶିଷ୍ଟ କୋଭିଡ ହସ୍ପିଟାଲ ପୁନଃ କାର୍ଯ୍ୟକ୍ଷମ ହେବ ।
ଭୁବନେଶ୍ୱର: ରାଜଧାନୀ ହୁ ହୁ ହୋଇ ବଢି ଚାଲିଛି ଦୈନିକ ସଂକ୍ରମଣ । ତେବେ ଦ୍ରୁତ ସଂକ୍ରମଣକୁ ବ୍ରେକ୍ ଦେବାକୁ ଆକ୍ସନ ମୁଡରେ ବିଏମସି । ଏହାକୁ ଦୃଷ୍ଟିରେ ରଖି ବିଏମ୍ସି ପକ୍ଷରୁ ବଡ଼ ପଦକ୍ଷପ ନିଆଯାଇଛି । ଆଜିଠାରୁ ଖୋଲିବ ଆଦିତ୍ୟ ଅଶ୍ୱିନୀ କୋଭିଡ ହସ୍ପିଟାଲ ।

ଆଇସିୟୁ ସହ ମୋଟ ୧୫୦ ଶଯ୍ୟା ବିଶିଷ୍ଟ କୋଭିଡ ହସ୍ପିଟାଲ ପୁନଃ କାର୍ଯ୍ୟକ୍ଷମ ହେବ । ସେହିଭଳି ସମ୍ କୋଭିଡ ହସ୍ପିଟାଲର ଶଯ୍ୟା ସଂଖ୍ୟାକୁ ୨୫୦ରୁ ୫୦୦କୁ ବୃଦ୍ଧି କରାଯାଇଛି । ପଟିଆ ୬୦ ଓ ଡୁମୁଡୁମାରେ ୪୫ ଶଯ୍ୟା ବିଶିଷ୍ଟ କୋଭିଡ କେୟାର ସେଣ୍ଟର ଖୋଲିବାକୁ ନିଷ୍ପତ୍ତି ହୋଇଛି । ଏହା ପୂର୍ବରୁ ଘାଟିକିଆ, ଗଜପତିନଗର ଓ କିଟରେ ୩ ଟି OYO ହୋଟେଲରେ 40ଟି ଶଯ୍ୟା ବିଶିଷ୍ଟ ଦେୟ ଯୁକ୍ତ ସଂଗରୋଧ ଗୃହ କରାଯାଇଛି ।
ଆଜି ବାଣୀବିହାର କ୍ୟାମ୍ପସରେ ଶତାଧିକ ଛାତ୍ର ଓ କର୍ମଚାରୀଙ୍କ କୋଭିଡ୍ ଟେଷ୍ଟ କରାଯାଇଛି । ସେମାନଙ୍କର ରିପୋର୍ଟ ଆଜି ଆସିବ । ଓୟୁଏଟିର ୪ ନମ୍ବର ଛାତ୍ରାବାସରେ ୪ଜଣ ପଜିଟିଭ୍ ଚିହ୍ନଟ ହେବା ପରେ ଅନ୍ୟ ଅନ୍ତେବାସୀଙ୍କ ସମେତ କର୍ମଚାରୀଙ୍କ ଟେଷ୍ଟିଂ କରିବାକୁ ନିଷ୍ପତ୍ତି ନିଆଯାଇଛି । ଆବଶ୍ୟକ ସ୍ଥଳେ ଶିକ୍ଷାନୁଷ୍ଠାନକୁ ସିଲ କରିବାକୁ ମଧ୍ୟ ବିଏମସି ଯୋଜନା କରୁଥିବା ଜଣାପଡିଛି।
-
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ଯୁଦ୍ଧ ଭିତରେ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ କଥା ହେଲେ ଟ୍ରମ୍ପ, କହିଲେ ଆଲୋଚନା... -
T20 ବିଶ୍ୱକପ: କେତେ ମିଳିଲା ପୁରସ୍କାର ରାଶି ? -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ












Click it and Unblock the Notifications