ଆଦିତ୍ୟ ହେଲେ ନବୀନଙ୍କ ବ୍ୟକ୍ତିଗତ ସଚିବ
ଭୁବନେଶ୍ୱର: ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ପାଇଲେ ଓଏଏସ୍ ଆଦିତ୍ୟ ମହାପାତ୍ର । ବିରୋଧୀ ଦଳ ନେତା ଭାବେ ନବୀନଙ୍କ ବ୍ୟକ୍ତିଗତ ସଚିବ ହୋଇଛନ୍ତି ବରିଷ୍ଠ ଅଧିକାରୀ ଆଦିତ୍ୟ ମହାପାତ୍ର ।

ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି ।ପୂର୍ବରୁ ଭିକେ ପାଣ୍ଡିଆନ୍ ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ ଥିବା ବେଳେ ବର୍ତ୍ତମାନ ତାଙ୍କ ଜାଗାରେ ନୂତନ ସଚିବଙ୍କୁ ନିଯୁକ୍ତ କରାଯାଇଛି
More From
-
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ବାଚସ୍ପତିଙ୍କ ବିପକ୍ଷରେ ବିରୋଧୀଙ୍କ ଅବିଶ୍ୱାସ ପ୍ରସ୍ତାବ ଖାରଜ -
ସଞ୍ଜୁ ସାମସନ ହୋଇପାରନ୍ତି ପରବର୍ତ୍ତୀ ଟି୨୦ ଅଧିନାୟକ -
ଦିଲ୍ଲୀ ଏମ୍ସରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅସ୍ତ୍ରୋପଚାର ସଫଳ, ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ଏମ୍ସ ପକ୍ଷରୁ ସୂଚନା -
ବର୍ଷା ପାଇଁ ୪ ଜିଲ୍ଲାକୁ ଆଲର୍ଟ ଜାରି, ଆସନ୍ତା ୨୪ ଘଣ୍ଟାରେ... -
ଇରାନ ରାଷ୍ଟ୍ରପତିଙ୍କ ସହ କଥା ହେଲେ ମୋଦି, କହିଦେଲେ.. -
୬୯ ମଣ୍ଡି ନୋଡାଲ ଅଫିସର୍ଙ୍କ ମାର୍ଚ୍ଚ ମାସ ଦରମା ବନ୍ଦ, ଦରମା ବନ୍ଦ କଲେ ଜିଲ୍ଲାପାଳ -
ରାଜ୍ୟରେ ରନ୍ଧନ ଗ୍ୟାସ ସଙ୍କଟ, ଠିକ୍ ସମୟରେ ଆସୁନି ଗ୍ୟାସ୍ ସିଲିଣ୍ଡର -
ରାଜ୍ୟର ଏହି ୪ ଜିଲ୍ଲାରେ ଖୋଲିବ ଚାଉଳ ATM, ସୂଚନା ଦେଲେ ମନ୍ତ୍ରୀ -
୪ ଜିଲ୍ଲାରେ କାଳବେଶାଖୀ ସମ୍ଭାବନା











Click it and Unblock the Notifications