ଦାୟିତ୍ଵ ଗ୍ରହଣ ପରେ ଆଜି ପୁରୀ ଯାଇ ମହାପ୍ରଭୁଙ୍କୁ ଦର୍ଶନ କଲେ ଡିଜିପି

ପୋଲିସ ମହାନିର୍ଦ୍ଦେଶକ ଭାବେ ଦାୟିତ୍ୱ ନେବା ପରେ ସପରିବାର ଶ୍ରୀମନ୍ଦିର ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ୱାଇ ବି ଖୁରାନିଆ ।

DGP

ଶ୍ରୀଜିଉଙ୍କୁ ଦର୍ଶନ କରିବା ପରେ ପୁରୀ ପୋଲିସ ପକ୍ଷରୁ ତାଙ୍କୁ ମହାପ୍ରଭୁଙ୍କ ଖଣ୍ଡୁଆ ପ୍ରଦାନ କରାଯାଇଥିଲା । ଶ୍ରୀମନ୍ଦିର ସୁରକ୍ଷାକୁ ପ୍ରାଥମିକତା ଦେବା ସହ ଭକ୍ତଙ୍କ ସୁରକ୍ଷାକୁ ଗୁରୁତ୍ୱ ଦିଆଯିବ ବୋଲି କହିଛନ୍ତି ୱାଇ ବି ଖୁରାନିଆ । ଖୁବ ଶୀଘ୍ର ଶ୍ରୀମନ୍ଦିର ସ୍ୱତନ୍ତ୍ର ବାଟାଲିୟନ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହେବ ବୋଲି ସେ କହିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+