ଏହି ଜିଲ୍ଲାରେ ବିଷାକ୍ତ ଫଳ ଖାଇ ୧୧ ଶିଶୁ ଅସୁସ୍ଥ
ମାଲକାନଗିରି: ବିଷାକ୍ତ ଫଳ ଖାଇ ୧୧ ଶିଶୁ ଅସୁସ୍ଥ । ଖେଳୁଥିବା ସମୟରେ ଅଜଣା ବିଷାକ୍ତ ଫଳ ଖାଇବା ପରେ ଝାଡାବାନ୍ତିରେ ଆକ୍ରାନ୍ତ ହୋଇଥିଲେ । ଏହାପେର ସମସ୍ତ ଅସୁସ୍ଥ ଶିଶୁଙ୍କୁ ମାଲାକାନଗିରି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ତେବେ ୧୧ ଜଣଙ୍କ ମଧ୍ୟରୁ ୨ ଜଣ ଶିଶୁଙ୍କ ଅବସ୍ଥା ଗୁରୁତର ଥିବା ନେଇ ସୂଚନା ରହିଛି । ବର୍ତ୍ତମାନ ଚିକିତ୍ସା ଜାରି ରହିଛି । ଏପରି ଘଟଣା ମାଲକାନଗିରି ଝରାପାଲି ପଞ୍ଚୟାତ ତେଲିମେଟା ଗାଁ ଘଟିଛି ।
ସୂଚନାଥାଉ ଯେ, ୧୧ ଜଣ ଆକ୍ରାନ୍ତ ଶିଶୁଙ୍କ ମଧ୍ୟରୁ ୪ ଜଣ ପୁଅ ଏବଂ ୭ ଜଣ ଝିଅ ରହିଛନ୍ତି । ସମସ୍ତ ପିଲାଙ୍କ ବୟସ ୫ ରୁ ୬ ବର୍ଷ ମଧ୍ୟରେ ରହିଛି । ବର୍ତ୍ତମାନ ଚିକିତ୍ସା ଜାରି ରହିଛି ହେଲେ ୨ ଜଣଙ୍କ ଅବସ୍ଥା ଅତ୍ୟଧିତକ ଗୁରୁତର ରହିଛି । ତେବେ ପିଲାମାନେ ଜଡା ଫଳ ଖାଇଥିବା ନେଇ ଆଶଙ୍କା କରାଯାଉଛି ।

ଫଳ ଖାଇ ଆକ୍ରାନ୍ତ ହେବା ପରେ ସମସ୍ତ ପିଲାଙ୍କୁ ଗୁରୁତର ଅବସ୍ଥାରେ ପରିବାରେ ଲୋକେ ଗତକାଲି ରାତିରେ ମାଲକାନଗିରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥେଲ। ବର୍ତ୍ତମାନ ସମସ୍ତଙ୍କ ସ୍ୱାସ୍ଥ୍ୟବସ୍ଥା ଭଲ ରହିଛି ହେଲେ ୨ ଜଣ ଗୁରୁତର ଥିବା ନେଇ ସୂଚନା ରହିଛି ।
-
ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ… -
ଉପ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା;କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା -
ରବିବାର ମହାମୁକାବିଲା; ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନରେ ହେବ ବଡ଼ ପରିବର୍ତ୍ତନ! -
ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଆନ୍ନା ହଜାରେ, ଜାଣନ୍ତୁ କେଉଁ କାରଣ ପାଇଁ ଲେଖିଲେ ପତ୍ର? -
ମମତା ବାନାର୍ଜୀଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ରାଷ୍ଟ୍ରପତି, କହିଲେ..... -
ରାଷ୍ଟ୍ରପତିଙ୍କୁ TMC ସରକାର ଅପମାନ କରିବା ଲଜ୍ଜାଜନକ ;ମୋଦି -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ଓଜନ ହ୍ରାସ ପାଇଁ କେଉଁ ପନିପରିବା ଖାଇବା ଉଚିତ ? -
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ନବୋଦୟ ବିଦ୍ୟାଳୟର ୩ ଦଶମ ଛାତ୍ର ପାଣିରେ ବୁଡି ମୃତ -
ପଡୋଶୀ ଦେଶଗୁଡିକୁ କ୍ଷମା ମାଗିଲେ ଇରାନ ରାଷ୍ଟ୍ରପତି, ଜାଣନ୍ତୁ ଯୁଦ୍ଧ ଭିତରେ ଏମିତି କାହିଁକି କଲା ..... -
ଇରାନର ଯୁଦ୍ଧ ଜାହାଜକୁ ଆଶ୍ରୟ ଦେଲା ଭାରତ












Click it and Unblock the Notifications