ସ୍ଥିତି ସମୀକ୍ଷା ପରେ ବଡ ଘୋଷଣା କଲେ ଉପ ମୁଖ୍ୟମନ୍ତ୍ରୀ; ଆବାସ ପାଇଁ ମିଳିବ ଅଧିକ ୫୦ ହଜାର ଟଙ୍କା
ବଣ୍ଡାଘାଟିରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସ୍ଥିତି ପରଖିଥିବା ନେଇ ଶୁକ୍ରବାର ଖବର ସାମ୍ନାକୁ ଆସିଛି । 'ସୁଭଦ୍ରା' ଓ 'ଆବାସ ଯୋଜନା' ବାବଦରେ ଲୋକଙ୍କୁ ଭେଟିଛନ୍ତି ଉପମୁଖ୍ୟମନ୍ତ୍ରୀ ।

'ସୁଭଦ୍ରା'ରେ ୨୯୩୨ ରିଜେକ୍ଟ ଆବେଦନର ସାନି ବିଚାର ହେବ ବୋଲି ସେ କହିଛନ୍ତି । ସରକାରୀ ପ୍ରତିନିଧି ଆସି ଘର ଘର ବୁଲି ସମସ୍ୟାର ସମାଧାନ କରିବେ । 'ଆବାସ ଯୋଜନା'ରେ ଘର ନିର୍ମାଣ ପାଇଁ ଏଠି ଅଧିକ ଖର୍ଚ୍ଚ ହେଉଛି । ତେଣୁ ସରକାର ବଣ୍ଡାଘାଟିବାସୀଙ୍କୁ ଆବାସ ପାଇଁ ଅଧିକ ୫୦ ହଜାର ଦେବେ ବୋଲି ଉପମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି ।












Click it and Unblock the Notifications