ଦାୟିତ୍ଵ ନେବା ପରେ ମୁଖ୍ୟମନ୍ତ୍ରୀ ଭେଟିଲେ ଆଡଭୋକେଟ ଜେନେରାଲ ପିତାମ୍ବର ଆଚାର୍ଯ୍ୟ

ରାଜ୍ୟ ଆଡଭୋକେଟ ଜେନେରାଲ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ପିତାମ୍ବର ଆଚାର୍ଯ୍ୟ ସୋମବାର ସନ୍ଧ୍ୟାରେ ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ପିତାମ୍ବର ଆଚାର୍ଯ୍ୟଙ୍କୁ ତାଙ୍କ ନୂତନ ଦାୟିତ୍ୱ ପାଇଁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି।

mohancharan majhi

ଆଚାର୍ଯ୍ୟଙ୍କ ଅଭିଜ୍ଞ ପରାମର୍ଶ ନ୍ୟାୟିକ କ୍ଷେତ୍ରରେ ରାଜ୍ୟର ସ୍ବାର୍ଥର ସୁରକ୍ଷା ଦିଗରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି। ଏହି ସାକ୍ଷାତ ସମୟରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଉପସ୍ଥିତ ଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+