ବିବାଦ ପରେ ନିଷ୍ପତ୍ତି ବଦଳାଇଲା ଇସ୍କନ, ଅଦିନିଆ ରଥଯାତ୍ରା ଉପରେ ଲଗାଇଲା ରୋକ୍

ଆମେରିକା ହଷ୍ଟନରେ ଅଦିନିଆ ରଥଯାତ୍ରାକୁ ବାତିଲ କଲା ଇସ୍କନ । ହଷ୍ଟନରେ ଇସ୍କନ ପକ୍ଷରୁ ନଭେମ୍ବର ୩ରେ ସ୍ନାନଯାତ୍ରା ଓ ନଭେମ୍ବର ୯ରେ ହେବାକୁ ଥିବା ରଥଯାତ୍ରାକୁ ନେଇ ବିବାଦ ବଢ଼ିଥିଲା । ଜଗନ୍ନାଥ ପ୍ରେମୀ ଓ ପୁରୀ ସେବାୟତଙ୍କ ପକ୍ଷରୁ ତୀବ୍ର ବିରୋଧ ହୋଇଥିଲା । ଏହାକୁ ନେଇ ପୁରୀ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ବତୀ ଓ ଗଜପତି ମହାରାଜ ଦିବ୍ୟସିଂହ ଦେବ ମଧ୍ୟ ଆପତ୍ତି ଉଠାଇଥିଲେ ।

ISKCON

ମହାପ୍ରଭୁ ଜଗନ୍ନାଥଙ୍କ ପବିତ୍ର ରଥଯାତ୍ରା ଧାର୍ଯ୍ୟ ତିଥି ବ୍ୟତୀତ ଅନ୍ୟ ଦିନରେ ନ କରିବାକୁ କୁହାଯାଇଥିଲା । ଏଭଳି ଅଦିନିଆ ରଥଯାତ୍ରା ଆୟୋଜନରୁ ନିବୃତ୍ତ ରହିବାକୁ ଇସ୍କନକୁ ଅନୁରୋଧ କରାଯାଇଥିଲା । ଏହାପରେ ଇସ୍କନ ପକ୍ଷରୁ ହଷ୍ଟନରେ ହେବାକୁ ଥିବା ଅଦିନିଆ ସ୍ନାନଯାତ୍ରାକୁ ବାତିଲ କରାଯାଇଛି । ପରଂପରା ଅନୁସାରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥିରେ ହୋଇଥାଏ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+