ବଳଙ୍ଗା ପୀଡିତାଙ୍କ ଏୟରଲିଫ୍ଟ ନେଇ ଏମ୍ସ ନିର୍ଦ୍ଦେଶକଙ୍କ ସୂଚନା: ଦିନ ୧୨.୩୦ ସୁଦ୍ଧା ଏୟାରଲିଫ୍ଟ

ବଳଙ୍ଗା ପୀଡିତାଙ୍କ ଏୟରଲିଫ୍ଟ ନେଇ ଏମ୍ସ ନିର୍ଦ୍ଦେଶକଙ୍କ ସୂଚନା । ଦିନ ୧୨.୩୦ ସୁଦ୍ଧା ଏୟାରଲିଫ୍ଟ ନେଇ ସୂଚନା ଦେଲେ ଆଶୁତୋଷ ବିଶ୍ବାସ । ପୀଡିତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ସାମାନ୍ୟ ସୁଧାର ଆସିଛି।

AIIMS Director s information regarding airlift
ରକ୍ତଚାପ ପୂର୍ବଦିନ ଅପେକ୍ଷା ସାମାନ୍ୟ ଥିବା ବେଳେ ସ୍ବାସ୍ଥ୍ୟାବସ୍ଥାରେ ସୁଧାର । ଦିଲ୍ଲୀ ଏମ୍ସର ଡାକ୍ତରୀଦଳ ସହ ପରିବାର ସଦସ୍ୟ ମଧ୍ୟ ଯିବେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+